Online Bible

- Reklamy -




ଆଦି ପୁସ୍ତକ 50:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଆଉ ଆପଣାମାନଙ୍କର ପିତା ମରିଅଛନ୍ତି, ଏହା ଦେଖି ଯୋଷେଫଙ୍କର ଭାଇମାନେ କହିଲେ, “କେଜାଣି ଯୋଷେଫ ଆମ୍ଭମାନଙ୍କୁ ଘୃଣା କରିବ, ପୁଣି, ଆମ୍ଭେମାନେ ତାହାର ଯେସକଳ ମନ୍ଦ କରିଅଛୁ, ତହିଁର ସମ୍ପୂର୍ଣ୍ଣ ପ୍ରତିଫଳ ଆମ୍ଭମାନଙ୍କୁ ଦେବ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

15 ଆଉ ଆପଣାମାନଙ୍କର ପିତା ମରିଅଛନ୍ତି, ଏହା ଦେଖି ଯୋଷେଫଙ୍କର ଭାଇମାନେ କହିଲେ, କେଜାଣି ଯୋଷେଫ ଆମ୍ଭମାନଙ୍କୁ ଘୃଣା କରିବ, ପୁଣି ଆମ୍ଭେମାନେ ତାହାର ଯେ ସକଳ ମନ୍ଦ କରିଅଛୁ, ତହିଁର ସମ୍ପୂର୍ଣ୍ଣ ପ୍ରତିଫଳ ଆମ୍ଭମାନଙ୍କୁ ଦେବ।

Viz kapitola kopírovat

ଓଡିଆ ବାଇବେଲ

15 ଆଉ ଆପଣାମାନଙ୍କର ପିତା ମରିଅଛନ୍ତି, ଏହା ଦେଖି ଯୋଷେଫଙ୍କର ଭାଇମାନେ କହିଲେ, “କେଜାଣି ଯୋଷେଫ ଆମ୍ଭମାନଙ୍କୁ ଘୃଣା କରିବ, ପୁଣି, ଆମ୍ଭେମାନେ ତାହାର ଯେ ସକଳ ମନ୍ଦ କରିଅଛୁ, ତହିଁର ସମ୍ପୂର୍ଣ୍ଣ ପ୍ରତିଫଳ ଆମ୍ଭମାନଙ୍କୁ ଦେବ।”

Viz kapitola kopírovat

ପବିତ୍ର ବାଇବଲ

15 ଯାକୁବଙ୍କର ମୃତ୍ୟୁ ପରେ, ଯୋଷେଫଙ୍କର ଭାଇମାନେ ବ୍ୟସ୍ତ ହୋଇ ପଡ଼ିଲେ। ସେମାନେ ଭୟ କଲେ ଯେ ପୂର୍ବରୁ ସେମାନେ ଯୋଷେଫଙ୍କୁ ଯେପରି କରିଥିଲେ। ସେମାନେ କହିଲେ, “ଯୋଷେଫ ଆମ୍ଭକୁ ଘୃଣା କରିବ ଓ ତା'ର ପ୍ରତିଫଳ ଆମ୍ଭକୁ ଦେବ।”

Viz kapitola kopírovat




ଆଦି ପୁସ୍ତକ 50:15

Následuj nás:

Reklamy


Reklamy