Online Bible

- Reklamy -




ଆଦି ପୁସ୍ତକ 50:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ତହିଁରେ ଯୋଷେଫ ସେମାନଙ୍କୁ କହିଲେ, “ତୁମ୍ଭେମାନେ କିଛି ଭୟ କର ନାହିଁ, ମୁଁ କʼଣ ପରମେଶ୍ୱରଙ୍କର ପ୍ରତିନିଧି?

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

19 ତହିଁରେ ଯୋଷେଫ ସେମାନଙ୍କୁ କହିଲେ, ତୁମ୍ଭେମାନେ କିଛି ଭୟ କର ନାହିଁ, ମୁଁ କʼଣ ପରମେଶ୍ଵରଙ୍କର ପ୍ରତିନିଧି?

Viz kapitola kopírovat

ଓଡିଆ ବାଇବେଲ

19 ତହିଁରେ ଯୋଷେଫ ସେମାନଙ୍କୁ କହିଲେ, “ତୁମ୍ଭେମାନେ କିଛି ଭୟ କର ନାହିଁ, ମୁଁ କ’ଣ ପରମେଶ୍ୱରଙ୍କର ପ୍ରତିନିଧି ?”

Viz kapitola kopírovat

ପବିତ୍ର ବାଇବଲ

19 ଏହା ପରେ ଯୋଷେଫ ସେମାନଙ୍କୁ କହିଲେ, “ଭୟ କର ନାହିଁ। ମୁଁ ପରମେଶ୍ୱର ନୁହେଁ। ମୋର ଦଣ୍ଡ ଦେବାର ଅଧିକାର ନାହିଁ।

Viz kapitola kopírovat




ଆଦି ପୁସ୍ତକ 50:19

Následuj nás:

Reklamy


Reklamy