Online Bible

- Reklamy -




ଆଦି ପୁସ୍ତକ 50:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ତୁମ୍ଭେମାନେ ମୋʼ ବିରୁଦ୍ଧରେ ମନ୍ଦ କଳ୍ପନା କରିଥିଲ ପ୍ରମାଣ, ମାତ୍ର ପରମେଶ୍ୱର ତାହା ମଙ୍ଗଳର କଳ୍ପନା କଲେ; ଏବେ ଯେପରି ଦେଖୁଅଛ, ସେପରି ଅନେକ ଲୋକଙ୍କର ପ୍ରାଣରକ୍ଷା କରିବାକୁ ତାହାଙ୍କର ଅଭିପ୍ରାୟ ଥିଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

20 ତୁମ୍ଭେମାନେ ମୋʼ ବିରୁଦ୍ଧରେ ମନ୍ଦ କଳ୍ପନା କରିଥିଲ ପ୍ରମାଣ, ମାତ୍ର ପରମେଶ୍ଵର ତାହା ମଙ୍ଗଳର କଳ୍ପନା କଲେ; ଏବେ ଯେପରି ଦେଖୁଅଛ, ସେପରି ଅନେକ ଲୋକଙ୍କର ପ୍ରାଣରକ୍ଷା କରିବାକୁ ତାହାଙ୍କର ଅଭିପ୍ରାୟ ଥିଲା।

Viz kapitola kopírovat

ଓଡିଆ ବାଇବେଲ

20 ତୁମ୍ଭେମାନେ ମୋ’ ବିରୁଦ୍ଧରେ ମନ୍ଦ କଳ୍ପନା କରିଥିଲ ପ୍ରମାଣ, ମାତ୍ର ପରମେଶ୍ୱର ତାହା ମଙ୍ଗଳର କଳ୍ପନା କଲେ; ଏବେ ଯେପରି ଦେଖୁଅଛ, ସେପରି ଅନେକ ଲୋକଙ୍କର ପ୍ରାଣରକ୍ଷା କରିବାକୁ ତାହାଙ୍କର ଅଭିପ୍ରାୟ ଥିଲା।

Viz kapitola kopírovat

ପବିତ୍ର ବାଇବଲ

20 ଏହା ସତ୍ୟ ଯେ, ତୁମ୍ଭେମାନେ ମୋ’ ବିରୁଦ୍ଧରେ ମନ୍ଦ ଯୋଜନା କରିଥିଲ। କିନ୍ତୁ ବାସ୍ତବରେ ପରମେଶ୍ୱରଙ୍କର ଯୋଜନା ଥିଲା ଉତ୍ତମ। ପରମେଶ୍ୱରଙ୍କର ଯୋଜନା ଥିଲା ଯେ, ସେ ମୋ’ ଦ୍ୱାରା ବହୁତ ଜୀବନ ରକ୍ଷା କରିବେ। ଏବଂ ଯେଉଁଥିପାଇଁ ଏସବୁ ହେଲା।

Viz kapitola kopírovat




ଆଦି ପୁସ୍ତକ 50:20

Následuj nás:

Reklamy


Reklamy