ଆଦି ପୁସ୍ତକ 50:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ଏଥିଉତ୍ତାରେ ଯୋଷେଫ ଭାଇମାନଙ୍କୁ କହିଲେ, “ମୁଁ ମରୁଅଛି, ମାତ୍ର ପରମେଶ୍ୱର ଅବଶ୍ୟ ତୁମ୍ଭମାନଙ୍କର ତତ୍ତ୍ୱାବଧାନ କରିବେ, ପୁଣି, ଏହି ଦେଶରୁ ତୁମ୍ଭମାନଙ୍କୁ ବାହାର କରି ଯେଉଁ ଦେଶ ଦେବା ପାଇଁ ଅବ୍ରହାମ, ଇସ୍ହାକ ଓ ଯାକୁବଙ୍କ ନିକଟରେ ଶପଥ କରିଅଛନ୍ତି, ସେହି ଦେଶକୁ ତୁମ୍ଭମାନଙ୍କୁ ନେଇଯିବେ।” Viz kapitolaପବିତ୍ର ବାଇବଲ (Re-edited) - (BSI)24 ଅନନ୍ତର ଯୋଷେଫ ଭାଇମାନଙ୍କୁ କହିଲେ, ମୁଁ ମରୁଅଛି, ମାତ୍ର ପରମେଶ୍ଵର ଅବଶ୍ୟ ତୁମ୍ଭମାନଙ୍କର ତତ୍ତ୍ଵାବଧାନ କରିବେ, ପୁଣି ଏହି ଦେଶରୁ ତୁମ୍ଭମାନଙ୍କୁ ବାହାର କରି ଯେଉଁ ଦେଶ ଦେବା ପାଇଁ ଅବ୍ରହାମ, ଇସ୍ହାକ ଓ ଯାକୁବଙ୍କ ନିକଟରେ ଶପଥ କରିଅଛନ୍ତି, ସେହି ଦେଶକୁ ତୁମ୍ଭମାନଙ୍କୁ ନେଇ ଯିବେ। Viz kapitolaଓଡିଆ ବାଇବେଲ24 ଏଥିଉତ୍ତାରେ ଯୋଷେଫ ଭାଇମାନଙ୍କୁ କହିଲେ, “ମୁଁ ମରୁଅଛି, ମାତ୍ର ପରମେଶ୍ୱର ଅବଶ୍ୟ ତୁମ୍ଭମାନଙ୍କର ତତ୍ତ୍ୱାବଧାନ କରିବେ, ପୁଣି, ଏହି ଦେଶରୁ ତୁମ୍ଭମାନଙ୍କୁ ବାହାର କରି ଯେଉଁ ଦେଶ ଦେବା ପାଇଁ ଅବ୍ରହାମ, ଇସ୍ହାକ ଓ ଯାକୁବଙ୍କ ନିକଟରେ ଶପଥ କରିଅଛନ୍ତି, ସେହି ଦେଶକୁ ତୁମ୍ଭମାନଙ୍କୁ ନେଇ ଯିବେ।” Viz kapitolaପବିତ୍ର ବାଇବଲ24 ଏହା ପରେ ଯୋଷେଫ ତାଙ୍କର ସମ୍ପର୍କୀୟମାନଙ୍କୁ କହିଲେ, “ମୁଁ ମରୁଅଛି, ମାତ୍ର ପରମେଶ୍ୱର ଅବଶ୍ୟ ତୁମ୍ଭମାନଙ୍କର ଯତ୍ନ ନେବେ। ତା'ପରେ ଏହି ଦେଶରୁ ତୁମ୍ଭମାନଙ୍କୁ ବାହାର କରି ନେବେ ଏବଂ ଯେଉଁ ଦେଶ ଦେବା ପାଇଁ ସେ ଅବ୍ରହାମ, ଇସ୍ହାକ ଓ ଯାକୁବଙ୍କ ନିକଟରେ ଶପଥ କରିଅଛନ୍ତି, ସେଠାକୁ ତୁମ୍ଭମାନଙ୍କୁ ଆଗେଇ ନେବେ।” Viz kapitola |