Online Bible

- Reklamy -




ଆଦି ପୁସ୍ତକ 50:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ଏହି ପ୍ରକାରେ ଯୋଷେଫ ଶହେ ଦଶ ବର୍ଷ ବୟସରେ ମଲେ; ତହିଁରେ ସେମାନେ ତାଙ୍କର ଶବକୁ ପୂତିଘ୍ନ ଦ୍ରବ୍ୟ ଯୁକ୍ତ କରି ମିସର ଦେଶରେ ଏକ ସିନ୍ଦୁକ ମଧ୍ୟରେ ରଖିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

26 ଏହି ପ୍ରକାରେଯୋଷେଫ ଶହେ ଦଶ ବର୍ଷ ବୟସରେ ମଲେ; ତହିଁରେ ସେମାନେ ତାଙ୍କର ଶବକୁ ପୂତିଘ୍ନ ଦ୍ରବ୍ୟାକ୍ତ କରି ମିସର ଦେଶରେ ଏକ ସିନ୍ଦୁକ ମଧ୍ୟରେ ରଖିଲେ।

Viz kapitola kopírovat

ଓଡିଆ ବାଇବେଲ

26 ଏହି ପ୍ରକାରେ ଯୋଷେଫ ଶହେ ଦଶ ବର୍ଷ ବୟସରେ ମଲେ; ତହିଁରେ ସେମାନେ ତାଙ୍କର ଶବକୁ ପୂତିଘ୍ନ ଦ୍ରବ୍ୟ ଯୁକ୍ତ କରି ମିସର ଦେଶରେ ଏକ ସିନ୍ଦୁକ ମଧ୍ୟରେ ରଖିଲେ।

Viz kapitola kopírovat

ପବିତ୍ର ବାଇବଲ

26 ଏହି ପ୍ରକାରରେ ଯୋଷେଫ 110 ବର୍ଷ ବୟସରେ ମଲେ। ସେମାନେ ଶରୀରକୁ ସଂସ୍କାର ନିମନ୍ତେ ପ୍ରସ୍ତୁତ କଲେ ଏବଂ ତାକୁ ମିଶରରେ ଏକ ସିନ୍ଦୁକ ମଧ୍ୟରେ ରଖିଲେ।

Viz kapitola kopírovat




ଆଦି ପୁସ୍ତକ 50:26

Následuj nás:

Reklamy


Reklamy