ଆଦି ପୁସ୍ତକ 50:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ସେହି ଶୋକ ଦିନ ଗତ ହୁଅନ୍ତେ, ଯୋଷେଫ ଫାରୋଙ୍କର ପରିଜନଙ୍କୁ କହିଲେ, “ଯଦି ମୁଁ ତୁମ୍ଭମାନଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଥାଏ, ତେବେ ବିନୟ କରୁଅଛି, ଫାରୋଙ୍କ କର୍ଣ୍ଣଗୋଚରେ ଏହି କଥା କୁହ, Viz kapitolaପବିତ୍ର ବାଇବଲ (Re-edited) - (BSI)4 ସେହି ଶୋକ ଦିନ ଗତ ହୁଅନ୍ତେ, ଯୋଷେଫ ଫାରୋଙ୍କର ପରିଜନଙ୍କୁ କହିଲେ, ଯେବେ ମୁଁ ତୁମ୍ଭମାନଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଥାଏ, ତେବେ ବିନୟ କରୁଅଛି, ଫାରୋଙ୍କ କର୍ଣ୍ଣଗୋଚରେ ଏହି କଥା କୁହ, Viz kapitolaଓଡିଆ ବାଇବେଲ4 ସେହି ଶୋକ ଦିନ ଗତ ହୁଅନ୍ତେ, ଯୋଷେଫ ଫାରୋଙ୍କର ପରିଜନଙ୍କୁ କହିଲେ, “ଯଦି ମୁଁ ତୁମ୍ଭମାନଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଥାଏ, ତେବେ ବିନୟ କରୁଅଛି, ଫାରୋଙ୍କ କର୍ଣ୍ଣ-ଗୋଚରେ ଏହି କଥା କୁହ,” Viz kapitolaପବିତ୍ର ବାଇବଲ4 ଏହି ସତୁରି ଦିନ ପରେ ଶୋକ ଦିନ ଶେଷ ହେଲା। ତେଣୁ ଯୋଷେଫ ଫାରୋଙ୍କର ପରିଜନଙ୍କୁ କହିଲେ, “ତୁମ୍ଭେ ଯଦି ମୋର ମଙ୍ଗଳ ଭାବୁଛ, ଦୟାକରି ଫାରୋଙ୍କୁ କୁହ। Viz kapitola |