ଆଦି ପୁସ୍ତକ 50:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ମୋʼ ପିତା ମୋତେ ଶପଥ କରାଇ କହିଅଛନ୍ତି, ‘ଦେଖ, ଆମ୍ଭେ ମଲେ, କିଣାନ ଦେଶରେ ଆପଣା ନିମନ୍ତେ ଯେଉଁ କବର ଖନନ କରିଅଛୁ, ତହିଁରେ ଆମ୍ଭକୁ କବର ଦେବ।’ ଏଣୁ ଏବେ ମୋତେ ଯିବାକୁ ଦିଅନ୍ତୁ, ମୁଁ ପିତାଙ୍କୁ କବର ଦେଇ ପୁନର୍ବାର ଆସିବି।” Viz kapitolaପବିତ୍ର ବାଇବଲ (Re-edited) - (BSI)5 ମୋʼ ପିତା ମୋତେ ଶପଥ କରାଇ କହିଅଛନ୍ତି, ଦେଖ, ଆମ୍ଭେ ମଲେ, କିଣାନ ଦେଶରେ ଆପଣା ନିମନ୍ତେ ଯେଉଁ କବର ଖନନ କରିଅଛୁ, ତହିଁରେ ଆମ୍ଭକୁ କବର ଦେବ। ଏଣୁ ଏବେ ମୋତେ ଯିବାକୁ ଦିଅନ୍ତୁ, ମୁଁ ପିତାଙ୍କୁ କବର ଦେଇ ପୁନର୍ବାର ଆସିବି। Viz kapitolaଓଡିଆ ବାଇବେଲ5 ମୋ’ ପିତା ମୋତେ ଶପଥ କରାଇ କହିଅଛନ୍ତି, ଦେଖ, ଆମ୍ଭେ ମଲେ, କିଣାନ ଦେଶରେ ଆପଣା ନିମନ୍ତେ ଯେଉଁ କବର ଖନନ କରିଅଛୁ, ତହିଁରେ ଆମ୍ଭକୁ କବର ଦେବ। ଏଣୁ ଏବେ ମୋତେ ଯିବାକୁ ଦିଅନ୍ତୁ, ମୁଁ ପିତାଙ୍କୁ କବର ଦେଇ ପୁନର୍ବାର ଆସିବି। Viz kapitolaପବିତ୍ର ବାଇବଲ5 ‘ମୋର ପିତାଙ୍କ ମୃତ୍ୟୁ ପୂର୍ବରୁ ମୁଁ ତାଙ୍କଠାରେ ଶପଥ କରିଥିଲି ଯେ ତାଙ୍କର ମୃତ୍ୟୁପରେ କିଣାନ ଦେଶରେ ସେ ଆପଣା ନିମନ୍ତେ ଯେଉଁ କବର ଖନନ କରିଥିଲେ ତହିଁରେ ତାହାଙ୍କୁ କବର ଦେବି। ତେଣୁ ଏବେ ମୋତେ ଯିବାକୁ ଦିଅନ୍ତୁ। ମୁଁ ପିତାଙ୍କୁ କବର ଦେଇ ପୁନର୍ବାର ଆସିବି।’” Viz kapitola |