ଆଦି ପୁସ୍ତକ 6:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ପୁଣି, ପରମେଶ୍ୱର ପୃଥିବୀରେ ଦୃଷ୍ଟିପାତ କରି ଦେଖିଲେ ଯେ, ତାହା ଭ୍ରଷ୍ଟ ହୋଇଅଛି; ଯେହେତୁ ପୃଥିବୀସ୍ଥ ସମସ୍ତ ପ୍ରାଣୀ ଭ୍ରଷ୍ଟାଚାରୀ ହୋଇଅଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)12 ପୁଣି ପରମେଶ୍ଵର ପୃଥିବୀରେ ଦୃଷ୍ଟିପାତ କରି ଦେଖିଲେ ଯେ, ତାହା ଭ୍ରଷ୍ଟ ହୋଇଅଛି; ଯେହେତୁ ପୃଥିବୀସ୍ଥ ସମସ୍ତ ପ୍ରାଣୀ ଭ୍ରଷ୍ଟାଚାରୀ ହୋଇଅଛନ୍ତି। Viz kapitolaଓଡିଆ ବାଇବେଲ12 ପୁଣି, ପରମେଶ୍ୱର ପୃଥିବୀରେ ଦୃଷ୍ଟିପାତ କରି ଦେଖିଲେ ଯେ, ତାହା ଭ୍ରଷ୍ଟ ହୋଇଅଛି; ଯେହେତୁ ପୃଥିବୀସ୍ଥ ସମସ୍ତ ପ୍ରାଣୀ ଭ୍ରଷ୍ଟାଚାରୀ ହୋଇଅଛନ୍ତି। Viz kapitola |