ଆଦି ପୁସ୍ତକ 6:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଏନିମନ୍ତେ ସଦାପ୍ରଭୁ ପୃଥିବୀରେ ମନୁଷ୍ୟକୁ ନିର୍ମାଣ କରିବା ସକାଶୁ ଅନୁତାପ କରି ମନରେ ଶୋକ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ଏନିମନ୍ତେ ସଦାପ୍ରଭୁ ପୃଥିବୀରେ ମନୁଷ୍ୟକୁ ନିର୍ମାଣ କରିବା ହେତୁରୁ ଅନୁତାପ କରି ମନରେ ଶୋକ କଲେ। Viz kapitolaଓଡିଆ ବାଇବେଲ6 ଏନିମନ୍ତେ ସଦାପ୍ରଭୁ ପୃଥିବୀରେ ମନୁଷ୍ୟକୁ ନିର୍ମାଣ କରିବା ସକାଶୁ ଅନୁତାପ କରି ମନରେ ଶୋକ କଲେ। Viz kapitolaପବିତ୍ର ବାଇବଲ6 ମନୁଷ୍ୟମାନଙ୍କୁ ଜନ୍ମ ଦେଇଥିବାରୁ, ସଦାପ୍ରଭୁ ଅନୁତାପ କଲେ। ଏହା ସଦାପ୍ରଭୁଙ୍କ ହୃଦୟକୁ ଯନ୍ତ୍ରଣା ଦେଲା। Viz kapitola |