Online Bible

- Reklamy -




ଆଦି ପୁସ୍ତକ 7:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିଉତ୍ତାରେ ସଦାପ୍ରଭୁ ନୋହଙ୍କୁ କହିଲେ, “ତୁମ୍ଭେ ସପରିବାରରେ ଜାହାଜରେ ପ୍ରବେଶ କର; କାରଣ ଏହି କାଳର ଲୋକମାନଙ୍କ ମଧ୍ୟରେ ଆମ୍ଭେ ଆପଣା ସାକ୍ଷାତରେ ତୁମ୍ଭକୁ ଧାର୍ମିକ ଦେଖିଅଛୁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

1 ଅନନ୍ତର ସଦାପ୍ରଭୁ ନୋହଙ୍କୁ କହିଲେ, ତୁମ୍ଭେ ସପରିବାରରେ ଜାହାଜରେ ପ୍ରବେଶ କର; କାରଣ ଏହି କାଳର ଲୋକମାନଙ୍କ ମଧ୍ୟରେ ଆମ୍ଭେ ଆପଣା ସାକ୍ଷାତରେ ତୁମ୍ଭକୁ ଧାର୍ମିକ ଦେଖିଅଛୁ।

Viz kapitola kopírovat

ଓଡିଆ ବାଇବେଲ

1 ଏଥିଉତ୍ତାରେ ସଦାପ୍ରଭୁ ନୋହଙ୍କୁ କହିଲେ, “ତୁମ୍ଭେ ସପରିବାରରେ ଜାହାଜରେ ପ୍ରବେଶ କର; କାରଣ ଏହି କାଳର ଲୋକମାନଙ୍କ ମଧ୍ୟରେ ଆମ୍ଭେ ଆପଣା ସାକ୍ଷାତରେ ତୁମ୍ଭକୁ ଧାର୍ମିକ ଦେଖିଅଛୁ।

Viz kapitola kopírovat

ପବିତ୍ର ବାଇବଲ

1 ଏହା ପରେ ସଦାପ୍ରଭୁ ନୋହଙ୍କୁ କହିଲେ, “ମୁଁ ଦେଖିଛି ତୁମ୍ଭେ ଜଣେ ଧାର୍ମିକ ଲୋକ, ଏହି କାଳର ଦୁଷ୍ଟ ଲୋକମାନଙ୍କ ମଧ୍ୟରେ। ତେଣୁ ତୁମ୍ଭର ପରିବାର ଏକତ୍ରିତ ହୋଇ ଜାହାଜରେ ପ୍ରବେଶ କର।

Viz kapitola kopírovat




ଆଦି ପୁସ୍ତକ 7:1

Následuj nás:

Reklamy


Reklamy