ଆଦି ପୁସ୍ତକ 7:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ନୋହଙ୍କର ବୟସର ଛଅ ଶହ ବର୍ଷ ଦ୍ୱିତୀୟ ମାସର ସପ୍ତଦଶ ଦିନରେ ମହାସମୁଦ୍ରର ସମସ୍ତ ଜଳାକର ଭାଙ୍ଗିଗଲା, ପୁଣି, ଆକାଶସ୍ଥ ଦ୍ୱାରସବୁ ମୁକ୍ତ ହେଲା। Viz kapitolaପବିତ୍ର ବାଇବଲ (Re-edited) - (BSI)11 ନୋହଙ୍କର ବୟସର ଛଅଶହ ବର୍ଷ ଦ୍ଵିତୀୟ ମାସର ସପ୍ତଦଶ ଦିନରେ ମହା ସମୁଦ୍ରର ସମସ୍ତ ଜଳାକର ଭାଙ୍ଗିଗଲା, ପୁଣି ଆକାଶସ୍ଥ ଦ୍ଵାର ସବୁ ମୁକ୍ତ ହେଲା। Viz kapitolaଓଡିଆ ବାଇବେଲ11 ନୋହଙ୍କର ବୟସର ଛଅଶହ ବର୍ଷ ଦ୍ୱିତୀୟ ମାସର ସପ୍ତଦଶ ଦିନରେ ମହା ସମୁଦ୍ରର ସମସ୍ତ ଜଳାକର ଭାଙ୍ଗିଗଲା, ପୁଣି, ଆକାଶସ୍ଥ ଦ୍ୱାର ସବୁ ମୁକ୍ତ ହେଲା। Viz kapitolaପବିତ୍ର ବାଇବଲ11-13 ଦ୍ୱିତୀୟ ମାସର ସତର ଦିବସ ଯେତେବେଳେ ନୋହଙ୍କୁ 600 ବର୍ଷ ବୟସ ହୋଇଥିଲା। ମହାସମୁଦ୍ରର ସମଗ୍ର ଜଳଧାର ଭାଙ୍ଗିଗଲା। ପୁଣି ଆକାଶସ୍ଥ ଦ୍ୱାର ସବୁ ମୁକ୍ତ ହେଲା। ତହିଁରେ ଗ୍ଭଳିଶ୍ ଦିବାରାତ୍ରି ବୃଷ୍ଟି ହେଲା। ସେହି ଦିନରେ ନୋହ, ଶେମ, ହାମ ଓ ଯେଫତ୍ ନୋହଙ୍କର ପୁତ୍ରମାନେ ଆଉ ସେମାନଙ୍କର ସ୍ତ୍ରୀମାନେ ଓ ନୋହଙ୍କର ସ୍ତ୍ରୀ ଜାହାଜରେ ପ୍ରବେଶ କଲେ। Viz kapitola |