ଆଦି ପୁସ୍ତକ 7:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ପରମେଶ୍ୱରଙ୍କ ଆଜ୍ଞାନୁସାରେ ସର୍ବପ୍ରକାର ପ୍ରାଣୀ ଦମ୍ପତିକ୍ରମେ ପ୍ରବେଶ କଲେ; ତହୁଁ ସଦାପ୍ରଭୁ ତାହାର ପାର୍ଶ୍ୱ-ଦ୍ୱାର ବନ୍ଦ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)16 ପରମେଶ୍ଵରଙ୍କ ଆଜ୍ଞାନୁସାରେ ସର୍ବପ୍ରକାର ପ୍ରାଣୀ ଦମ୍ପତିକ୍ରମେ ପ୍ରବେଶ କଲେ; ତହୁଁ ସଦାପ୍ରଭୁ ତାହାର ପାର୍ଶ୍ଵ-ଦ୍ଵାର ବନ୍ଦ କଲେ। Viz kapitolaଓଡିଆ ବାଇବେଲ16 ପରମେଶ୍ୱରଙ୍କ ଆଜ୍ଞାନୁସାରେ ସର୍ବପ୍ରକାର ପ୍ରାଣୀ ଦମ୍ପତିକ୍ରମେ ପ୍ରବେଶ କଲେ; ତହୁଁ ସଦାପ୍ରଭୁ ତାହାର ପାର୍ଶ୍ୱଦ୍ୱାର ବନ୍ଦ କଲେ। Viz kapitolaପବିତ୍ର ବାଇବଲ16 ପରମେଶ୍ୱରଙ୍କର ଆଜ୍ଞାନୁସାରେ ଏକ ପୁରୁଷ ଏବଂ ଏକ ସ୍ତ୍ରୀ ପ୍ରତ୍ୟେକ ପ୍ରକାରର ଜାହାଜ ମଧ୍ୟକୁ ପ୍ରବେଶ କଲେ, ଏହା ପରେ ସଦାପ୍ରଭୁ ଜାହାଜର ଦ୍ୱାର ବନ୍ଦ କରିଦେଲେ। Viz kapitola |