Online Bible

- Reklamy -




ଆଦି ପୁସ୍ତକ 7:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ଏହିରୂପେ ପୃଥିବୀର ଉପରିସ୍ଥ ସମୁଦାୟ ପ୍ରାଣୀ ଲୁପ୍ତ ହେଲେ, ଅର୍ଥାତ୍‍, ମନୁଷ୍ୟ, ପଶୁ, ଉରୋଗାମୀ ଜନ୍ତୁ, ଖେଚର ପକ୍ଷୀ, ସମସ୍ତେ ପୃଥିବୀରୁ ଲୁପ୍ତ ହେଲେ; କେବଳ ନୋହ ଓ ଜାହାଜସ୍ଥ ତାଙ୍କର ସଙ୍ଗୀ ସମସ୍ତେ ବଞ୍ଚିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

23 ଏହିରୂପେ ପୃଥିବୀର ଉପରିସ୍ଥ ସମୁଦାୟ ପ୍ରାଣୀ ଲୁପ୍ତ ହେଲେ, ଅର୍ଥାତ୍, ମନୁଷ୍ୟ, ପଶୁ, ଉରୋଗାମୀ ଜନ୍ତୁ, ଖେଚର ପକ୍ଷୀ, ସମସ୍ତେ ପୃଥିବୀରୁ ଲୁପ୍ତ ହେଲେ; କେବଳ ନୋହ ଓ ଜାହାଜସ୍ଥ ତାଙ୍କର ସଙ୍ଗୀ ସମସ୍ତେ ବଞ୍ଚିଲେ।

Viz kapitola kopírovat

ଓଡିଆ ବାଇବେଲ

23 ଏହିରୂପେ ପୃଥିବୀର ଉପରିସ୍ଥ ସମୁଦାୟ ପ୍ରାଣୀ ଲୁପ୍ତ ହେଲେ, ଅର୍ଥାତ୍‍, ମନୁଷ୍ୟ, ପଶୁ, ଉରୋଗାମୀ ଜନ୍ତୁ, ଖେଚର ପକ୍ଷୀ, ସମସ୍ତେ ପୃଥିବୀରୁ ଲୁପ୍ତ ହେଲେ; କେବଳ ନୋହ ଓ ଜାହାଜସ୍ଥ ତାଙ୍କର ସଙ୍ଗୀ ସମସ୍ତେ ବଞ୍ଚିଲେ।

Viz kapitola kopírovat

ପବିତ୍ର ବାଇବଲ

23 ଏହି ପ୍ରକାରେ ପରମେଶ୍ୱର ପୃଥିବୀରେ ବାସ କରୁଥିବା ସମସ୍ତ ଜୀବିତ ପ୍ରାଣୀଙ୍କୁ ନିଶ୍ଚିହ୍ନ କଲେ। ସମସ୍ତ ମନୁଷ୍ୟ, ପଶୁ, ସରୀସୃପ ପ୍ରାଣୀ, ଖେଚର ପକ୍ଷୀ, ପୃଥିବୀରେ ମୃତ୍ୟୁବରଣ କଲେ। କେବଳ ନୋହ ଓ ଜାହାଜରେ ଥିବା ଲୋକମାନେ ଏବଂ ପଶୁଗଣ ରକ୍ଷା ପାଇଗଲେ।

Viz kapitola kopírovat




ଆଦି ପୁସ୍ତକ 7:23

Následuj nás:

Reklamy


Reklamy