ଆଦି ପୁସ୍ତକ 7:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଯେହେତୁ ସାତ ଦିନ ଉତ୍ତାରେ ଆମ୍ଭେ ଚାଳିଶ ଦିବାରାତ୍ର ପୃଥିବୀରେ ବୃଷ୍ଟି କରାଇ ପୃଥିବୀସ୍ଥିତ ଆମ୍ଭର ନିର୍ମିତ ସମସ୍ତ ପ୍ରାଣୀକୁ ଲୁପ୍ତ କରିବା।” Viz kapitolaପବିତ୍ର ବାଇବଲ (Re-edited) - (BSI)4 ଯେହେତୁ ସାତ ଦିନ ଉତ୍ତାରେ ଆମ୍ଭେ ଚାଳିଶ ଦିବାରାତ୍ର ପୃଥିବୀରେ ବୃଷ୍ଟି କରାଇ ପୃଥିବୀସ୍ଥିତ ଆମ୍ଭର ନିର୍ମିତ ସମସ୍ତ ପ୍ରାଣୀଙ୍କି ଲୁପ୍ତ କରିବା। Viz kapitolaଓଡିଆ ବାଇବେଲ4 ଯେହେତୁ ସାତ ଦିନ ଉତ୍ତାରେ ଆମ୍ଭେ ଚାଳିଶ ଦିବାରାତ୍ର ପୃଥିବୀରେ ବୃଷ୍ଟି କରାଇ ପୃଥିବୀସ୍ଥିତ ଆମ୍ଭର ନିର୍ମିତ ସମସ୍ତ ପ୍ରାଣୀକୁ ଲୁପ୍ତ କରିବା।” Viz kapitolaପବିତ୍ର ବାଇବଲ4 ସାତ ଦିନ ପରେ ମୁଁ ଗ୍ଭଳିଶ୍ ଦିବାରାତ୍ରି ପୃଥିବୀରେ ବୃଷ୍ଟି କରାଇବି। ପୃଥିବୀର ସମସ୍ତ ଜୀବିତ ପ୍ରାଣୀ ଓ ସେଠାକାର ସମସ୍ତ ଜିନିଷ ଧ୍ୱଂସ କରି ଦେବି, ଯାହା ମୁଁ ସୃଷ୍ଟି କରିଥିଲି।” Viz kapitola |