Online Bible

- Reklamy -




ଆଦି ପୁସ୍ତକ 8:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ପୁଣି, ଆପଣା ସଙ୍ଗେ ଥିବା ପଶୁ, ପକ୍ଷୀ ଓ ଭୂଚର, ଉରୋଗାମୀ ଆଦି ସବୁ ଜୀବଜନ୍ତୁ ବାହାରକୁ ଘେନିଯାଅ; ସେମାନେ ପୃଥିବୀକୁ ପରିପୂର୍ଣ୍ଣ କରନ୍ତୁ, ପୁଣି, ପୃଥିବୀରେ ପ୍ରଜାବନ୍ତ ଓ ବହୁବଂଶ ହେଉନ୍ତୁ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

17 ପୁଣି ଆପଣା ସଙ୍ଗେ ଥିବା ପଶୁ, ପକ୍ଷୀ ଓ ଭୂଚର, ଉରୋଗାମୀ ଆଦି ସବୁ ଜୀବଜନ୍ତୁ ବାହାରକୁ ଘେନି ଯାଅ; ସେମାନେ ପୃଥିବୀକୁ ପରିପୂର୍ଣ୍ଣ କରନ୍ତୁ, ପୁଣି ପୃଥିବୀରେ ପ୍ରଜାବ; ଓ ବହୁବଂଶ ହେଉନ୍ତୁ।

Viz kapitola kopírovat

ଓଡିଆ ବାଇବେଲ

17 ପୁଣି, ଆପଣା ସଙ୍ଗେ ଥିବା ପଶୁ, ପକ୍ଷୀ ଓ ଭୂଚର, ଉରୋଗାମୀ ଆଦି ସବୁ ଜୀବଜନ୍ତୁ ବାହାରକୁ ଘେନି ଯାଅ; ସେମାନେ ପୃଥିବୀକୁ ପରିପୂର୍ଣ୍ଣ କରନ୍ତୁ, ପୁଣି, ପୃଥିବୀରେ ପ୍ରଜାବନ୍ତ ଓ ବହୁବଂଶ ହେଉନ୍ତୁ।”

Viz kapitola kopírovat

ପବିତ୍ର ବାଇବଲ

17 ତୁମ୍ଭ ସହିତ ସମସ୍ତ ପଶୁଗୁଡ଼ିକୁ ବାହାର କରିଆଣ। ସମସ୍ତ ପଶୁ, ସମସ୍ତ ପକ୍ଷୀ, ସମସ୍ତ ଭୂଚର ପ୍ରାଣୀ ସେମାନେ ପୃଥିବୀକୁ ପରିପୂର୍ଣ୍ଣ କରନ୍ତୁ। ପୁଣି ପୃଥିବୀ ଫଳବନ୍ତ ହେଉ।”

Viz kapitola kopírovat




ଆଦି ପୁସ୍ତକ 8:17

Následuj nás:

Reklamy


Reklamy