Online Bible

- Reklamy -




ଆଦି ପୁସ୍ତକ 8:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ପୁଣି, ଯେପର୍ଯ୍ୟନ୍ତ ପୃଥିବୀ ଥିବ, ସେପର୍ଯ୍ୟନ୍ତ ବୁଣାକଟାର ସମୟ, ଶୀତ ଓ ଗ୍ରୀଷ୍ମ, ପୁଣି, ଗ୍ରୀଷ୍ମ ଓ ଶୀତକାଳ, ଆଉ ଦିବସ ଓ ରାତ୍ରି, ଏହିସବୁର ନିବୃତ୍ତି ହେବ ନାହିଁ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

22 ପୁଣି ଯେପର୍ଯ୍ୟନ୍ତ ପୃଥିବୀ ଥିବ, ସେପର୍ଯ୍ୟନ୍ତ ବୁଣାକଟାର ସମୟ, ଶୀତ ଓ ଗ୍ରୀଷ୍ମ, ପୁଣି ଗ୍ରୀଷ୍ମ ଓ ଶୀତ କାଳ, ଆଉ ଦିବସ ଓ ରାତ୍ରି, ଏହି ସବୁର ନିବୃତ୍ତି ହେବ ନାହିଁ।

Viz kapitola kopírovat

ଓଡିଆ ବାଇବେଲ

22 ପୁଣି, ଯେପର୍ଯ୍ୟନ୍ତ ପୃଥିବୀ ଥିବ, ସେପର୍ଯ୍ୟନ୍ତ ବୁଣାକଟାର ସମୟ, ଶୀତ ଓ ଗ୍ରୀଷ୍ମ, ପୁଣି, ଗ୍ରୀଷ୍ମ ଓ ଶୀତ କାଳ, ଆଉ ଦିବସ ଓ ରାତ୍ରି, ଏହିସବୁର ନିବୃତ୍ତି ହେବ ନାହିଁ।”

Viz kapitola kopírovat

ପବିତ୍ର ବାଇବଲ

22 ଯେପର୍ଯ୍ୟନ୍ତ ପୃଥିବୀ ରହିଛି, ସେପର୍ଯ୍ୟନ୍ତ ବୁଣିବାର ସମୟ ଓ ଅମଳ କରିବାର ସମୟ, ଥଣ୍ଡା ଓ ଗରମ, ପୁଣି ଗ୍ରୀଷ୍ମ ଓ ଶୀତକାଳ, ଦିବସ ଓ ରାତ୍ରି ଏସବୁ ପୃଥିବୀରେ ଗ୍ଭଲିଥିବ।”

Viz kapitola kopírovat




ଆଦି ପୁସ୍ତକ 8:22

Následuj nás:

Reklamy


Reklamy