ଆଦି ପୁସ୍ତକ 9:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଆମ୍ଭେ ମେଘରେ ଆପଣା ଧନୁ ସ୍ଥାପନ କରୁଅଛୁ, ତାହା ପୃଥିବୀ ସହିତ ଆମ୍ଭ ନିୟମର ଚିହ୍ନ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)13 ଆମ୍ଭେ ମେଘରେ ଆପଣା ଧନୁ ସ୍ଥାପନ କରୁଅଛୁ, ତାହା ପୃଥିବୀ ସହିତ ଆମ୍ଭ ନିୟମର ଚିହ୍ନ ହେବ। Viz kapitolaଓଡିଆ ବାଇବେଲ13 ଆମ୍ଭେ ମେଘରେ ଆପଣା ଧନୁ ସ୍ଥାପନ କରୁଅଛୁ, ତାହା ପୃଥିବୀ ସହିତ ଆମ୍ଭ ନିୟମର ଚିହ୍ନ ହେବ। Viz kapitolaପବିତ୍ର ବାଇବଲ13 ମୁଁ ମୋହର ମେଘଧନୁ ମେଘରେ ସ୍ଥାପନ କରିଅଛି। ତାହା ପୃଥିବୀ ସହିତ ମୋର ଚୁକ୍ତିର ଚିହ୍ନ ହେବ। Viz kapitola |