ହବକ୍କୂକ 1:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ହେ ସଦାପ୍ରଭୁ, ମୁଁ କେତେ କାଳ ଆର୍ତ୍ତନାଦ କରିବି, ଆଉ ତୁମ୍ଭେ ଶୁଣିବ ନାହିଁ? ମୁଁ “ଦୌରାତ୍ମ୍ୟ” ବିଷୟରେ ତୁମ୍ଭ ନିକଟରେ ଆର୍ତ୍ତନାଦ କରୁଅଛି ଓ ତୁମ୍ଭେ ଉଦ୍ଧାର କରିବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)2 ହେ ସଦାପ୍ରଭୁ, ମୁଁ କେତେ କାଳ ଆର୍ତ୍ତନାଦ କରିବି, ଆଉ ତୁମ୍ଭେ ଶୁଣିବ ନାହିଁ? ମୁଁ ଦୌରାତ୍ମ୍ୟ ବିଷୟରେ ତୁମ୍ଭ ନିକଟରେ ଆର୍ତ୍ତନାଦ କରୁଅଛି ଓ ତୁମ୍ଭେ ଉଦ୍ଧାର କରିବ ନାହିଁ? Viz kapitolaଓଡିଆ ବାଇବେଲ2 ହେ ସଦାପ୍ରଭୁ, ମୁଁ କେତେ କାଳ ଆର୍ତ୍ତନାଦ କରିବି, ଆଉ ତୁମ୍ଭେ ଶୁଣିବ ନାହିଁ ? ମୁଁ ଦୌରାତ୍ମ୍ୟ ବିଷୟରେ ତୁମ୍ଭ ନିକଟରେ ଆର୍ତ୍ତନାଦ କରୁଅଛି ଓ ତୁମ୍ଭେ ଉଦ୍ଧାର କରିବ ନାହିଁ। Viz kapitolaପବିତ୍ର ବାଇବଲ2 ହେ ସଦାପ୍ରଭୁ, କେତେକାଳ ପର୍ଯ୍ୟନ୍ତ ମୁଁ ସାହାଯ୍ୟ ପାଇଁ ତୁମ୍ଭକୁ ଡାକିବି? କେତେବେଳେ ତୁମ୍ଭେ ମୋର ଡାକ ଶୁଣିବ? ଏହି ଗୋଳମାଳ ବିଷୟରେ ମୁଁ ତୁମ୍ଭକୁ ଆହ୍ୱାନ କଲି କିନ୍ତୁ ତୁମ୍ଭେ କିଛି କଲ ନାହିଁ। Viz kapitola |