ହବକ୍କୂକ 1:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଆହୁରି, ସେମାନଙ୍କର ଅଶ୍ୱଗଣ ଚିତାବାଘଠାରୁ ବେଗଗାମୀ ଓ ସନ୍ଧ୍ୟାକାଳରେ କେନ୍ଦୁଆଗଣଠାରୁ ଦୂରନ୍ତ; ଆଉ, ସେମାନଙ୍କର ଅଶ୍ୱାରୋହୀମାନେ ଆପଣାମାନଙ୍କୁ ବ୍ୟାପ୍ତ କରୁଅଛନ୍ତି; ହଁ, ସେମାନଙ୍କର ଅଶ୍ୱାରୋହୀଗଣ ଦୂରରୁ ଆସୁଅଛନ୍ତି; ଗ୍ରାସ କରିବା ପାଇଁ ଦ୍ରୁତଗାମୀ ଉତ୍କ୍ରୋଶ ପକ୍ଷୀ ପରି ସେମାନେ ଉଡ଼ୁ ଅଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)8 ଆହୁରି, ସେମାନଙ୍କର ଅଶ୍ଵଗଣ ଚିତାବାଘଠାରୁ ବେଗଗାମୀ ଓ ସନ୍ଧ୍ୟାକାଳରେ କେନ୍ଦୁଆଗଣଠାରୁ ଦୂରନ୍ତ; ଆଉ, ସେମାନଙ୍କର ଅଶ୍ଵାରୋହୀମାନେ ଆପଣାମାନଙ୍କୁ ବ୍ୟାପ୍ତ କରୁଅଛନ୍ତି; ହଁ, ସେମାନଙ୍କର ଅଶ୍ଵାରୋହୀଗଣ ଦୂରରୁ ଆସୁଅଛନ୍ତି; ଗ୍ରାସ କରିବା ପାଇଁ ଦ୍ରୁତଗାମୀ ଉତ୍କ୍ରୋଶ ପକ୍ଷୀ ପରି ସେମାନେ ଉଡ଼ୁଅଛନ୍ତି। Viz kapitolaଓଡିଆ ବାଇବେଲ8 ଆହୁରି, ସେମାନଙ୍କର ଅଶ୍ୱଗଣ ଚିତାବାଘଠାରୁ ବେଗଗାମୀ ଓ ସନ୍ଧ୍ୟାକାଳରେ କେନ୍ଦୁଆଗଣଠାରୁ ଦୂରନ୍ତ; ଆଉ, ସେମାନଙ୍କର ଅଶ୍ୱାରୋହୀମାନେ ଆପଣାମାନଙ୍କୁ ବ୍ୟାପ୍ତ କରୁଅଛନ୍ତି; ହଁ, ସେମାନଙ୍କର ଅଶ୍ୱାରୋହୀଗଣ ଦୂରରୁ ଆସୁଅଛନ୍ତି; ଗ୍ରାସ କରିବା ପାଇଁ ଦ୍ରୁତଗାମୀ ଉତ୍କ୍ରୋଶ ପକ୍ଷୀ ପରି ସେମାନେ ଉଡ଼ୁଅଛନ୍ତି। Viz kapitolaପବିତ୍ର ବାଇବଲ8 ସେମାନଙ୍କର ଘୋଡ଼ାଗୁଡ଼ିକ ଚିତାବାଘଠାରୁ ଦ୍ରୁତଗାମୀ ହେବେ ଏବଂ ଗଧିଆଠାରୁ ଦ୍ରୁତଗାମୀ ସମସ୍ଥଳରେ ହେବେ। ସେମାନଙ୍କର ସୈନ୍ୟମାନେ ଘୋଡ଼ା ଚଢ଼ି ବହୁଦୂରରୁ ଆସିବେ। ଗୋଟିଏ ଭୋକିଲା ଚିଲ ପକ୍ଷୀ ଆକାଶରୁ ଶିକାର ଉପରେ ଝାମ୍ପ ମାରିଲା ପରି ସେମାନେ ଦ୍ରୁତ ବେଗରେ ଶତ୍ରୁଙ୍କୁ ଆକ୍ରମଣ କରିବେ। Viz kapitola |