ହବକ୍କୂକ 3:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ପରମେଶ୍ୱର ତୈମନ୍ରୁ ଆସିଲେ ଓ ଯେ ଧର୍ମମୟ, ସେ ପାରଣ ପର୍ବତରୁ ଆସିଲେ। ସେଲା ତାହାଙ୍କର ପ୍ରତାପ ଆକାଶମଣ୍ଡଳକୁ ଆଚ୍ଛନ୍ନ କଲା, ଆଉ ପୃଥିବୀ ତାହାଙ୍କ ପ୍ରଶଂସାରେ ପରିପୂର୍ଣ୍ଣ ହେଲା। Viz kapitolaପବିତ୍ର ବାଇବଲ (Re-edited) - (BSI)3 ପରମେଶ୍ଵର ତୈମନରୁ ଆସିଲେ ଓ ଯେ ଧର୍ମମୟ, ସେ ପାରଣ ପର୍ବତରୁ ଆସିଲେ। ସେଲା। ତାହାଙ୍କର ପ୍ରତାପ ଆକାଶମଣ୍ତଳକୁ ଆଚ୍ଛନ୍ନ କଲା, ଆଉ ପୃଥିବୀ ତାହାଙ୍କ ପ୍ରଶଂସାରେ ପରିପୂର୍ଣ୍ଣ ହେଲା। Viz kapitolaଓଡିଆ ବାଇବେଲ3 ପରମେଶ୍ୱର ତୈମନ୍ରୁ ଆସିଲେ ଓ ଯେ ଧର୍ମମୟ, ସେ ପାରଣ ପର୍ବତରୁ ଆସିଲେ। ସେଲା ତାହାଙ୍କର ପ୍ରତାପ ଆକାଶମଣ୍ଡଳକୁ ଆଚ୍ଛନ୍ନ କଲା, ଆଉ ପୃଥିବୀ ତାହାଙ୍କ ପ୍ରଶଂସାରେ ପରିପୂର୍ଣ୍ଣ ହେଲା। Viz kapitolaପବିତ୍ର ବାଇବଲ3 ପରମେଶ୍ୱର ତୈମନରୁ ଆସୁଛନ୍ତି। ସେହି ପବିତ୍ର ପୁରୁଷ ପାରଣ ପର୍ବତରୁ ଓହ୍ଲାଇ ଆସୁଛନ୍ତି। ସେଲା ସଦାପ୍ରଭୁଙ୍କ ମହିମା ସ୍ୱର୍ଗକୁ ଆବୃତ କରେ। ତାଙ୍କର ପ୍ରଶଂସା ପୃଥିବୀକୁ ପୂର୍ଣ୍ଣ କରେ। Viz kapitola |