ହବକ୍କୂକ 3:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ସେ ଠିଆ ହୋଇ ପୃଥିବୀର ପରିମାଣ କଲେ। ସେ ଦୃଷ୍ଟିପାତ କରି ଗୋଷ୍ଠୀଗଣକୁ ଭିନ୍ନ ଭିନ୍ନ କରି ତଡ଼ିଦେଲେ; ଆଉ, ଚିରସ୍ଥାୟୀ ପର୍ବତଗଣ ଛିନ୍ନଭିନ୍ନ କରାଗଲେ, ନିତ୍ୟସ୍ଥାୟୀ ଉପପର୍ବତଗଣ ନତ ହେଲେ; ତାହାଙ୍କର ଗତି ପୁରାତନ କାଳର ଗତି ତୁଲ୍ୟ ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)6 ସେ ଠିଆ ହୋଇ ପୃଥିବୀର ପରିମାଣ କଲେ। ସେ ଦୃଷ୍ଟିପାତ କରି ଗୋଷ୍ଠୀଗଣକୁ ଭିନ୍ନଭିନ୍ନ କରି ତଡ଼ି ଦେଲେ; ଆଉ, ଚିରସ୍ଥାୟୀ ପର୍ବତଗଣ ଛିନ୍ନଭିନ୍ନ କରାଗଲେ, ନିତ୍ୟସ୍ଥାୟୀ ଉପପର୍ବତଗଣ ନତ ହେଲେ; ତାହାଙ୍କର ଗତି ପୁରାତନ କାଳର ଗତି ତୁଲ୍ୟ ଥିଲା। Viz kapitolaଓଡିଆ ବାଇବେଲ6 ସେ ଠିଆ ହୋଇ ପୃଥିବୀର ପରିମାଣ କଲେ। ସେ ଦୃଷ୍ଟିପାତ କରି ଗୋଷ୍ଠୀଗଣକୁ ଭିନ୍ନଭିନ୍ନ କରି ତଡ଼ି ଦେଲେ; ଆଉ, ଚିରସ୍ଥାୟୀ ପର୍ବତଗଣ ଛିନ୍ନଭିନ୍ନ କରାଗଲେ, ନିତ୍ୟସ୍ଥାୟୀ ଉପପର୍ବତଗଣ ନତ ହେଲେ; ତାହାଙ୍କର ଗତି ପୁରାତନ କାଳର ଗତି ତୁଲ୍ୟ ଥିଲା। Viz kapitolaପବିତ୍ର ବାଇବଲ6 ସଦାପ୍ରଭୁ ଦଣ୍ଡାୟମାନ ହେଲେ ଓ ପୃଥିବୀର ବିଗ୍ଭର କଲେ। ସେ ଦୃଷ୍ଟିଜାତ କରି ଗୋଷ୍ଠୀଗଣଙ୍କୁ ଭିନ୍ନଭିନ୍ନ କରି ତଡ଼ି ଦେଲେ। ଯେଉଁ ପର୍ବତଗୁଡ଼ିକ ବହୁବର୍ଷ ପର୍ଯ୍ୟନ୍ତ ଛିଡ଼ା ହୋଇଥିଲେ ସେଗୁଡ଼ିକ ଧ୍ୱଂସ ହେଲେ। ପୁରାତନ ପାହାଡ଼ଗୁଡ଼ିକର ମଧ୍ୟ ପତନ ହେଲା। କିନ୍ତୁ ପରମେଶ୍ୱର ଅନନ୍ତକାଳସ୍ଥାୟୀ। Viz kapitola |