ହାଗୟ 1:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଦାରୀୟାବସ ରାଜାଙ୍କ ରାଜତ୍ଵର ଦ୍ୱିତୀୟ ବର୍ଷର ଷଷ୍ଠ ମାସର ପ୍ରଥମ ଦିନରେ ହାଗୟ ଭବିଷ୍ୟଦ୍ବକ୍ତାଙ୍କ ଦ୍ୱାରା ସଦାପ୍ରଭୁଙ୍କର ଏହି ବାକ୍ୟ ଶଲ୍ଟୀୟେଲର ପୁତ୍ର ଯିରୁବ୍ବାବିଲ୍ ନାମକ ଯିହୁଦୀୟ ଦେଶାଧ୍ୟକ୍ଷର ନିକଟରେ ଓ ଯିହୋଷାଦକର ପୁତ୍ର ଯିହୋଶୂୟ ମହାଯାଜକର ନିକଟରେ ଉପସ୍ଥିତ ହେଲା, Viz kapitolaପବିତ୍ର ବାଇବଲ (Re-edited) - (BSI)1 ଦାରୀୟାବସ୍ ରାଜାର ଅଧିକାରର ଦ୍ଵିତୀୟ ବର୍ଷର ଷଷ୍ଠ ମାସରେ, ମାସର ପ୍ରଥମ ଦିନରେ ହାଗୟ ଭବିଷ୍ୟଦ୍ବକ୍ତାଙ୍କ ଦ୍ଵାରା ସଦାପ୍ରଭୁଙ୍କର ଏହି ବାକ୍ୟ ଶଲ୍ଟୀୟର ପୁତ୍ର ଯିରୁବ୍ବାବିଲ ନାମକ ଯିହୁଦୀୟ ଦେଶାଧ୍ୟକ୍ଷର ନିକଟରେ ଓ ଯିହୋଷାଦକର ପୁତ୍ର ଯିହୋଶୂୟ ମହାଯାଜକର ନିକଟରେ ଉପସ୍ଥିତ ହେଲା, Viz kapitolaଓଡିଆ ବାଇବେଲ1 ଦାରୀୟାବସ ରାଜାଙ୍କ ରାଜତ୍ଵର ଦ୍ୱିତୀୟ ବର୍ଷର ଷଷ୍ଠ ମାସର ପ୍ରଥମ ଦିନରେ ହାଗୟ ଭବିଷ୍ୟଦ୍ବକ୍ତାଙ୍କ ଦ୍ୱାରା ସଦାପ୍ରଭୁଙ୍କର ଏହି ବାକ୍ୟ ଶଲ୍ଟୀୟେଲର ପୁତ୍ର ଯିରୁବ୍ବାବିଲ୍ ନାମକ ଯିହୁଦୀୟ ଦେଶାଧ୍ୟକ୍ଷର ନିକଟରେ ଓ ଯିହୋଷାଦକର ପୁତ୍ର ଯିହୋଶୂୟ ମହାଯାଜକର ନିକଟରେ ଉପସ୍ଥିତ ହେଲା, Viz kapitolaପବିତ୍ର ବାଇବଲ1 ପାରସ୍ୟ ରାଜା ଦାରିୟାବସଙ୍କର ରାଜତ୍ୱର ଦ୍ୱିତୀୟ ବର୍ଷର ଛଅମାସର ପ୍ରଥମ ଦିବସରେ ହାଗୟ ପରମେଶ୍ୱରଙ୍କଠାରୁ ଏହି ବାର୍ତ୍ତା ପାଇଲେ। ଏହି ବାର୍ତ୍ତା ଶଲ୍ଟୀୟେଲଙ୍କ ପୁତ୍ର ଯିରୁବ୍ବାବିଲ ଓ ଯିହୋଷାଦକଙ୍କ ପୁତ୍ର ଯିହୋଶୂୟଙ୍କ ପାଇଁ ଥିଲା। ଯିରୁବ୍ବାବିଲ ଯିହୁଦାର ଦେଶାଧ୍ୟକ୍ଷ ଓ ଯିହୋଶୂୟ ଜଣେ ମହାନ ଯାଜକ ଥିଲେ। ଭବିଷ୍ୟଦ୍ବକ୍ତା ହାଗୟଙ୍କ ଦ୍ୱାରା କୁହାଯାଇଥିବା ବାର୍ତ୍ତା ଏହା ହିଁ ଅଟେ। Viz kapitola |