ହାଗୟ 1:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 “ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଏହି ଲୋକମାନେ କହୁଅଛନ୍ତି, ଆମ୍ଭମାନଙ୍କର ଆସିବାର ଓ ସଦାପ୍ରଭୁଙ୍କ ଗୃହ ନିର୍ମିତ ହେବାର ସମୟ ଉପସ୍ଥିତ ହୋଇ ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)2 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଏହି ଲୋକମାନେ କହୁଅଛନ୍ତି, ଆମ୍ଭମାନଙ୍କର ଆସିବାର ସମୟ, ସଦାପ୍ରଭୁଙ୍କ ଗୃହ ନିର୍ମିତ ହେବାର ସମୟ ଉପସ୍ଥିତ ହୋଇ ନାହିଁ। Viz kapitolaଓଡିଆ ବାଇବେଲ2 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଏହି ଲୋକମାନେ କହୁଅଛନ୍ତି, ଆମ୍ଭମାନଙ୍କର ଆସିବାର ଓ ସଦାପ୍ରଭୁଙ୍କ ଗୃହ ନିର୍ମିତ ହେବାର ସମୟ ଉପସ୍ଥିତ ହୋଇ ନାହିଁ। Viz kapitolaପବିତ୍ର ବାଇବଲ2 ସର୍ବଶକ୍ତିମାନ ସଦାପ୍ରଭୁ ଏହା କହନ୍ତି: “ଲୋକେ କହୁଛନ୍ତି ସଦାପ୍ରଭୁଙ୍କ ମନ୍ଦିର ନିର୍ମାଣ କରିବାର ଏପର୍ଯ୍ୟନ୍ତ ପ୍ରକୃଷ୍ଟ ସମୟ ହୋଇ ନାହିଁ।” Viz kapitola |