ହାଗୟ 2:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ସେତେବେଳେ ହାଗୟ କହିଲେ, “ଶବ ଦ୍ୱାରା ଅଶୁଚି ହୋଇଥିବା କୌଣସି ଲୋକ ଯଦି ଏହି ଦ୍ରବ୍ୟମାନର ମଧ୍ୟରୁ କୌଣସି ଦ୍ରବ୍ୟ ସ୍ପର୍ଶ କରେ, ତେବେ ତାହା କି ଅଶୁଚି ହେବ?” ତହିଁରେ ଯାଜକମାନେ ଉତ୍ତର କରି କହିଲେ, “ତାହା ଅଶୁଚି ହେବ।” Viz kapitolaପବିତ୍ର ବାଇବଲ (Re-edited) - (BSI)13 ସେତେବେଳେ ହାଗୟ କହିଲେ, ଶବ ଦ୍ଵାରା ଅଶୁଚି ହୋଇଥିବା କୌଣସି ଲୋକ ଯେବେ ଏହି ଦ୍ରବ୍ୟମାନର ମଧ୍ୟରୁ କୌଣସି ଦ୍ରବ୍ୟ ସ୍ପର୍ଶ କରେ, ତେବେ ତାହା କି ଅଶୁଚି ହେବ? ତହିଁରେ ଯାଜକମାନେ ଉତ୍ତର କରି କହିଲେ, ତାହା ଅଶୁଚି ହେବ। Viz kapitolaଓଡିଆ ବାଇବେଲ13 ସେତେବେଳେ ହାଗୟ କହିଲେ, ଶବ ଦ୍ୱାରା ଅଶୁଚି ହୋଇଥିବା କୌଣସି ଲୋକ ଯଦି ଏହି ଦ୍ରବ୍ୟମାନର ମଧ୍ୟରୁ କୌଣସି ଦ୍ରବ୍ୟ ସ୍ପର୍ଶ କରେ, ତେବେ ତାହା କି ଅଶୁଚି ହେବ ? ତହିଁରେ ଯାଜକମାନେ ଉତ୍ତର କରି କହିଲେ, ତାହା ଅଶୁଚି ହେବ। Viz kapitolaପବିତ୍ର ବାଇବଲ13 ତା'ପରେ ହାଗୟ କହିଲେ, “ଯଦି ଜଣେ ବ୍ୟକ୍ତି ଗୋଟିଏ ଶବକୁ ଛୁଏଁ ତେବେ ସେ କ’ଣ ଅପବିତ୍ର ହେବ? ବର୍ତ୍ତମାନ ସେ ଯଦି ଅନ୍ୟ ଜିନିଷଗୁଡ଼ିକୁ ଛୁଏଁ ସେଗୁଡ଼ିକ କ’ଣ ଅପବିତ୍ର ହୋଇଯିବ?” ଯାଜକ ଉତ୍ତର ଦେଲେ, “ହଁ, ସେହି ଜିନିଷ ଅପବିତ୍ର ହେବ।” Viz kapitola |