ହାଗୟ 2:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ସେହି ସକଳ ସମୟରେ କେହି କୋଡ଼ିଏ ପରିମାଣବିଶିଷ୍ଟ ଶସ୍ୟ ଗଦା ନିକଟକୁ ଆସିଲେ, କେବଳ ତହିଁର ଦଶ ପରିମାଣ ହେଲା; କେହି ଦ୍ରାକ୍ଷାରସ କୁଣ୍ଡରୁ ପଚାଶ ପାତ୍ର ନେବାକୁ ଆସିଲେ, କେବଳ ତହିଁର କୋଡ଼ିଏ ପାତ୍ର ହେଲା। Viz kapitolaପବିତ୍ର ବାଇବଲ (Re-edited) - (BSI)16 ସେହି ସକଳ ସମୟରେ କେହି ବିଂଶତି ପରିମାଣବିଶିଷ୍ଟ ଶସ୍ୟ ଗଦା ନିକଟକୁ ଆସିଲେ, କେବଳ ତହିଁର ଦଶ ପରିମାଣ ହେଲା; କେହି ଦ୍ରାକ୍ଷାରସ କୁଣ୍ତରୁ ପଚାଶ ପାତ୍ର ନେବାକୁ ଆସିଲେ, କେବଳ ତହିଁର ବିଂଶତି ପାତ୍ର ହେଲା। Viz kapitolaଓଡିଆ ବାଇବେଲ16 ସେହି ସକଳ ସମୟରେ କେହି କୋଡିଏ ପରିମାଣବିଶିଷ୍ଟ ଶସ୍ୟ ଗଦା ନିକଟକୁ ଆସିଲେ, କେବଳ ତହିଁର ଦଶ ପରିମାଣ ହେଲା; କେହି ଦ୍ରାକ୍ଷାରସ କୁଣ୍ଡରୁ ପଚାଶ ପାତ୍ର ନେବାକୁ ଆସିଲେ, କେବଳ ତହିଁର କୋଡିଏ ପାତ୍ର ହେଲା। Viz kapitolaପବିତ୍ର ବାଇବଲ16 ଲୋକମାନେ କୋଡ଼ିଏ ଓଜନ ମାପର ଶସ୍ୟ ଗ୍ଭହିଁଥିଲେ କିନ୍ତୁ ଶସ୍ୟ ସ୍ତୁପରେ ମାତ୍ର ଦଶ ଓଜନ ମାପର ଶସ୍ୟ ଥିଲା। ଲୋକମାନେ ଦ୍ରାକ୍ଷାରସ କୁଣ୍ତରୁ ପଗ୍ଭଶ୍ ମାଠିଆ ଦ୍ରାକ୍ଷାରସ ଗ୍ଭହିଁଥିଲେ। କିନ୍ତୁ ସେଥିରେ ମାତ୍ର କୋଡ଼ିଏ ମାଠିଆ ଦ୍ରାକ୍ଷାରସ ଥିଲା। Viz kapitola |