ହାଗୟ 2:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଆମ୍ଭେ ଶସ୍ୟର ଶୋଷ ଓ ମ୍ଳାନି ଓ ଶିଳାବୃଷ୍ଟି ଦ୍ୱାରା ତୁମ୍ଭମାନଙ୍କ ହସ୍ତର ଯାବତୀୟ କାର୍ଯ୍ୟରେ ତୁମ୍ଭମାନଙ୍କୁ ଆଘାତ କଲୁ; ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରିଲ ନାହିଁ, ଏହା ସଦାପ୍ରଭୁ କହନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)17 ଆମ୍ଭେ ଶସ୍ୟର ଶୋଷ ଓ ମ୍ଳାନି ଓ ଶିଳାବୃଷ୍ଟି ଦ୍ଵାରା ତୁମ୍ଭମାନଙ୍କ ହସ୍ତର ଯାବତୀୟ କାର୍ଯ୍ୟରେ ତୁମ୍ଭମାନଙ୍କୁ ଆଘାତ କଲୁ; ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରିଲ ନାହିଁ, ଏହା ସଦାପ୍ରଭୁ କହନ୍ତି। Viz kapitolaଓଡିଆ ବାଇବେଲ17 ଆମ୍ଭେ ଶସ୍ୟର ଶୋଷ ଓ ମ୍ଳାନି ଓ ଶିଳାବୃଷ୍ଟି ଦ୍ୱାରା ତୁମ୍ଭମାନଙ୍କ ହସ୍ତର ଯାବତୀୟ କାର୍ଯ୍ୟରେ ତୁମ୍ଭମାନଙ୍କୁ ଆଘାତ କଲୁ; ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରିଲ ନାହିଁ, ଏହା ସଦାପ୍ରଭୁ କହନ୍ତି। Viz kapitolaପବିତ୍ର ବାଇବଲ17 କାହିଁକି ଏହା ହେଲୋ? କାରଣ ଆମ୍ଭେ ତୁମ୍ଭମାନଙ୍କୁ ଦଣ୍ତ ଦେଲୁ। ଗଛଗୁଡ଼ିକ ମାରିଦେବାକୁ ଆମ୍ଭେ ରୋଗ ପଠାଇଥିଲୁ। ତୁମ୍ଭ ହାତରେ ପ୍ରସ୍ତୁତ କରିଥିବା ଶସ୍ୟକୁ ଆମ୍ଭେ କୁଆପଥର ପକାଇ ନଷ୍ଟ କରିଥିଲୁ। ଆମ୍ଭେ ଏସବୁ କଲାପରେ ମଧ୍ୟ ସେମାନେ ଆମ୍ଭ ପାଖକୁ ଆସିଲେ ନାହିଁ।’ ସଦାପ୍ରଭୁ ଏହିସବୁ କହିଲେ। Viz kapitola |