ହାଗୟ 2:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଆମ୍ଭେ ତୁମ୍ଭମାନଙ୍କୁ ବିନତି କରୁ, ଆଜି ଦିନ ଓ ତହିଁର ପୂର୍ବ ଦିନଠାରୁ ବିବେଚନା କର, ନବମ ମାସର ଚତୁର୍ବିଂଶ ଦିନରେ ସଦାପ୍ରଭୁଙ୍କ ମନ୍ଦିରର ଭିତ୍ତିମୂଳ ସ୍ଥାପନ ଦିନଠାରୁ ବିବେଚନା କର। Viz kapitolaପବିତ୍ର ବାଇବଲ (Re-edited) - (BSI)18 ଆମ୍ଭେ ତୁମ୍ଭମାନଙ୍କୁ ବିନତି କରୁ, ଆଜି ଦିନ ଓ ତହିଁର ପୂର୍ବ ଦିନଠାରୁ ବିବେଚନା କର, ନବମ ମାସର ଚତୁର୍ବିଂଶ ଦିନରେ ସଦାପ୍ରଭୁଙ୍କ ମନ୍ଦିରର ଭିତ୍ତିମୂଳ ସ୍ଥାପନ ଦିନଠାରୁ ବିବେଚନା କର। Viz kapitolaଓଡିଆ ବାଇବେଲ18 ଆମ୍ଭେ ତୁମ୍ଭମାନଙ୍କୁ ବିନତି କରୁ, ଆଜି ଦିନ ଓ ତହିଁର ପୂର୍ବ ଦିନଠାରୁ ବିବେଚନା କର, ନବମ ମାସର ଚତୁର୍ବିଂଶ ଦିନରେ ସଦାପ୍ରଭୁଙ୍କ ମନ୍ଦିରର ଭିତ୍ତିମୂଳ ସ୍ଥାପନ ଦିନଠାରୁ ବିବେଚନା କର। Viz kapitolaପବିତ୍ର ବାଇବଲ18 “ସଦାପ୍ରଭୁ କହିଲେ, ‘ଆଜି ନବମ ମାସର ଚତୁର୍ବିଂଶ ଦିବସ। ତୁମ୍ଭେମାନେ ସଦାପ୍ରଭୁଙ୍କ ମନ୍ଦିରରେ ଭିତ୍ତିପ୍ରସ୍ତର ସ୍ଥାପନ କାର୍ଯ୍ୟ ଶେଷ କରିଛ। ତେଣୁ ଏହା ପରେ କ’ଣ ସବୁ ଘଟୁଛି ଆଗକୁ ଲକ୍ଷ୍ୟ କର। Viz kapitola |