ହାଗୟ 2:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ହେ ଶଲ୍ଟୀୟେଲର ପୁତ୍ର, ଆମ୍ଭର ଦାସ ଯିରୁବ୍ବାବିଲ୍, ସେଦିନ ଆମ୍ଭେ ତୁମ୍ଭକୁ ଗ୍ରହଣ କରିବା ଓ ତୁମ୍ଭକୁ ମୁଦ୍ରାର୍ଥକ ଅଙ୍ଗୁରୀୟ ସ୍ୱରୂପ କରିବା, ଏହା ସଦାପ୍ରଭୁ କହନ୍ତି; କାରଣ ଆମ୍ଭେ ତୁମ୍ଭକୁ ମନୋନୀତ କରିଅଛୁ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।” Viz kapitolaପବିତ୍ର ବାଇବଲ (Re-edited) - (BSI)23 ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ହେ ଶଲ୍ଟୀୟେଲର ପୁତ୍ର, ଆମ୍ଭର ଦାସ ଯିରୁବ୍ବାବିଲ, ସେଦିନ ଆମ୍ଭେ ତୁମ୍ଭକୁ ଗ୍ରହଣ କରିବା ଓ ତୁମ୍ଭକୁ ମୁଦ୍ରାର୍ଥକ ଅଙ୍ଗୁରୀୟ ସ୍ଵରୂପ କରିବା, ଏହା ସଦାପ୍ରଭୁ କହନ୍ତି; କାରଣ ଆମ୍ଭେ ତୁମ୍ଭକୁ ମନୋନୀତ କରିଅଛୁ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି। Viz kapitolaଓଡିଆ ବାଇବେଲ23 ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ହେ ଶଲ୍ଟୀୟେଲର ପୁତ୍ର, ଆମ୍ଭର ଦାସ ଯିରୁବ୍ବାବିଲ୍, ସେଦିନ ଆମ୍ଭେ ତୁମ୍ଭକୁ ଗ୍ରହଣ କରିବା ଓ ତୁମ୍ଭକୁ ମୁଦ୍ରାର୍ଥକ ଅଙ୍ଗୁରୀୟ ସ୍ୱରୂପ କରିବା, ଏହା ସଦାପ୍ରଭୁ କହନ୍ତି; କାରଣ ଆମ୍ଭେ ତୁମ୍ଭକୁ ମନୋନୀତ କରିଅଛୁ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି। Viz kapitolaପବିତ୍ର ବାଇବଲ23 ସର୍ବଶକ୍ତିମାନ୍ ସଦାପ୍ରଭୁ ଏହିସବୁ କହୁଛନ୍ତି। “ଶଲ୍ଟିୟେଲଙ୍କ ପୁତ୍ର ଯିରୁବ୍ବାବିଲ, ତୁମ୍ଭେ ଆମ୍ଭର ଭୃତ୍ୟ। ଆମ୍ଭେ ତୁମ୍ଭକୁ ବାଛିଅଛୁ, ସେହି ସମୟରେ ଆମ୍ଭେ ତୁମ୍ଭକୁ ଏକ ମୋହର ଥିବା ମୁଦି କରିବା। ଆମ୍ଭେ ଏସବୁ କରିଛୁ ବୋଲି ତୁମ୍ଭେ ଏହାର ପ୍ରମାଣ ହେବ।” ସର୍ବଶକ୍ତିମାନ ସଦାପ୍ରଭୁ ଏହିସବୁ ବାକ୍ୟ କହିଲେ। Viz kapitola |