ଏବ୍ରୀ 1:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ପୁଣି, ଯେଉଁ ସମୟରେ ସେ ପ୍ରଥମଜାତଙ୍କୁ ପୁନର୍ବାର ଜଗତ ମଧ୍ୟରେ ପ୍ରବେଶ କରାଇବେ, ସେହି ସମୟକୁ ଲକ୍ଷ୍ୟ କରି ସେ କହନ୍ତି, “ଈଶ୍ବରଙ୍କର ସମସ୍ତ ଦୂତ ତାହାଙ୍କୁ ପ୍ରଣାମ କରନ୍ତୁ।” Viz kapitolaପବିତ୍ର ବାଇବଲ (Re-edited) - (BSI)6 ପୁଣି, ଯେଉଁ ସମୟରେ ସେ ପ୍ରଥମଜାତଙ୍କୁ ପୁନର୍ବାର ଜଗତ ମଧ୍ୟରେ ପ୍ରବେଶ କରାଇବେ, ସେହି ସମୟକୁ ଲକ୍ଷ୍ୟ କରି ସେ କହନ୍ତି, ଈଶ୍ଵରଙ୍କର ସମସ୍ତ ଦୂତ ତାହାଙ୍କୁ ପ୍ରଣାମ କରନ୍ତୁ। Viz kapitolaଓଡିଆ ବାଇବେଲ6 ପୁଣି, ଯେଉଁ ସମୟରେ ସେ ପ୍ରଥମଜାତଙ୍କୁ ପୁନର୍ବାର ଜଗତ ମଧ୍ୟରେ ପ୍ରବେଶ କରାଇବେ, ସେହି ସମୟକୁ ଲକ୍ଷ୍ୟ କରି ସେ କହନ୍ତି, ଈଶ୍ୱରଙ୍କର ସମସ୍ତ ଦୂତ ତାହାଙ୍କୁ ପ୍ରଣାମ କରନ୍ତୁ । Viz kapitolaପବିତ୍ର ବାଇବଲ (CL) NT (BSI)6 କିନ୍ତୁ ଈଶ୍ୱର ତାଙ୍କ ପ୍ରଥମଜାତ ପୁତ୍ରଙ୍କୁ ଏହି ଜଗତକୁ ପଠାଇଲା ବେଳେ ଏହା କହିଥିଲେ, “ଈଶ୍ୱରଙ୍କ ଦୂତଗଣ ତାଙ୍କପର ପୂଜା କରିବେ।” Viz kapitolaପବିତ୍ର ବାଇବଲ6 ଓ ଯେତେବେଳେ ପରମେଶ୍ୱର ନିଜର ପ୍ରଥମଜାତ ସନ୍ତାନକୁ ପୁନର୍ବାର ଜଗତ ମଧ୍ୟକୁ ଆଣିବେ, ସେହି ସମୟକୁ ଲକ୍ଷ୍ୟ କରି ସେ କହନ୍ତି: “ପରମେଶ୍ୱରଙ୍କର ସବୁ ସ୍ୱର୍ଗଦୂତ ପୁତ୍ରଙ୍କୁ ପ୍ରଣାମ କରନ୍ତୁ।” Viz kapitola |