ଏବ୍ରୀ 1:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଏକ ପକ୍ଷରେ ସେ ଦୂତମାନଙ୍କ ବିଷୟରେ କହନ୍ତି, “ସେ ଆପଣା ଦୂତମାନଙ୍କୁ ବାୟୁ ସ୍ୱରୂପ କରନ୍ତି, ପୁଣି, ଆପଣା ସେବକମାନଙ୍କୁ ଅଗ୍ନିଶିଖା ସ୍ୱରୂପ କରନ୍ତି,” Viz kapitolaପବିତ୍ର ବାଇବଲ (Re-edited) - (BSI)7 ଏକ ପକ୍ଷରେ ସେ ଦୂତମାନଙ୍କ ବିଷୟରେ କହନ୍ତି, “ସେ ଆପଣା ଦୂତମାନଙ୍କୁ ବାୟୁ ସ୍ଵରୂପ କରନ୍ତି, ପୁଣି ଆପଣା ସେବକମାନଙ୍କୁ ଅଗ୍ନିର ଶିଖା ସ୍ଵରୂପ କରନ୍ତିନ୍ତ” Viz kapitolaଓଡିଆ ବାଇବେଲ7 ଏକ ପକ୍ଷରେ ସେ ଦୂତମାନଙ୍କ ବିଷୟରେ କହନ୍ତି, "ସେ ଆପଣା ଦୂତମାନଙ୍କୁ ବାୟୁ ସ୍ୱରୂପ କରନ୍ତି, ପୁଣି, ଆପଣା ସେବକମାନଙ୍କୁ ଅଗ୍ନିଶିଖା ସ୍ୱରୂପ କରନ୍ତି;'' Viz kapitolaପବିତ୍ର ବାଇବଲ (CL) NT (BSI)7 ଅଥଚ ସ୍ୱର୍ଗଦୂତମାନଙ୍କ ସମ୍ବନ୍ଧରେ ଈଶ୍ୱର ଏହି କଥା କହିଛନ୍ତି; “ଈଶ୍ୱର ଆପଣା ଦୂତମାନଙ୍କୁ ବାୟୁ ତୁଲ୍ୟ ଓ ଆପଣା ସେବକମାନଙ୍କୁ ଅଗ୍ନିଶିଖା ପରି କରିଛନ୍ତି।” Viz kapitolaପବିତ୍ର ବାଇବଲ7 ନିଜର ସ୍ୱର୍ଗଦୂତମାନଙ୍କ ବିଷୟରେ ପରମେଶ୍ୱର କହିଛନ୍ତି: “ପରମେଶ୍ୱର ଆପଣା ସ୍ୱର୍ଗଦୂତମାନଙ୍କୁ ବାୟୁସ୍ୱରୂପ କରନ୍ତି, ଓ ଆପଣା ସେବକମାନଙ୍କୁ ଅଗ୍ନିର ଶିଖା ସ୍ୱରୂପ କରନ୍ତି।” Viz kapitola |