ଏବ୍ରୀ 10:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଅତଏବ, ମୋଶାଙ୍କ ବ୍ୟବସ୍ଥା ଆଗାମୀ ଉତ୍ତମ ବିଷୟର ଛାୟା ସ୍ୱରୂପ ହୋଇ ସେହିସବୁ ବିଷୟର ଅବିକଳ ପ୍ରତିମୂର୍ତ୍ତି ନ ହେବାରୁ ଯାଜକମାନଙ୍କର ବର୍ଷକୁ ବର୍ଷ ସେହି ଏକ-ପ୍ରକାର ବଳି ଉତ୍ସର୍ଗ କରିବା ଦ୍ୱାରା ଉପାସକମାନଙ୍କୁ କଦାପି ସିଦ୍ଧ କରିପାରେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)1 କାରଣ ବ୍ୟବସ୍ଥା ଆଗାମୀ ଉତ୍ତମ ଉତ୍ତମ ବିଷୟର ଛାୟା ସ୍ଵରୂପ ହୋଇ ସେହିସବୁ ବିଷୟର ଅବିକଳ ପ୍ରତିମୂର୍ତ୍ତି ନ ହେବାରୁ ଯାଜକମାନଙ୍କର ବର୍ଷକୁ ବର୍ଷ ସର୍ବଦା ସେହି ଏକପ୍ରକାର ବଳି ଉତ୍ସର୍ଗ କରିବା ଦ୍ଵାରା ଉପାସକମାନଙ୍କୁ କଦାପି ସିଦ୍ଧ କରି ପାରେ ନାହିଁ। Viz kapitolaଓଡିଆ ବାଇବେଲ1 କାରଣ ମୋଶାଙ୍କ ବ୍ୟବସ୍ଥା ଆଗାମୀ ଉତ୍ତମ ବିଷୟର ଛାୟା ସ୍ୱରୂପ ହୋଇ ସେହି ସବୁ ବିଷୟର ଅବିକଳ ପ୍ରତିମୂର୍ତ୍ତି ନ ହେବାରୁ ଯାଜକମାନଙ୍କର ବର୍ଷକୁ ବର୍ଷ ସେହି ଏକ ପ୍ରକାର ବଳି ଉତ୍ସର୍ଗ କରିବା ଦ୍ୱାରା ଉପାସକମାନଙ୍କୁ କଦାପି ସିଦ୍ଧ କରି ପାରନ୍ତି ନାହିଁ । Viz kapitolaପବିତ୍ର ବାଇବଲ (CL) NT (BSI)1 ଇହୁଦୀୟ ବ୍ୟବସ୍ଥା ବାସ୍ତବ ବିଷୟର ଏକ ପୂର୍ଣ୍ଣଙ୍ଗ ଓ ଅବିକଳ ଚିତ୍ର ନୁହେଁ, ଏହା ଆଗାମୀ ଉତ୍କୃଷ୍ଟ ବିଷୟର ଏକ ଅସ୍ପଷ୍ଟ ସୂଚନା ମାତ୍ର। ସର୍ବଦା ବର୍ଷକୁ ବର୍ଷ ସେହି ଏକ ପ୍ରକାରେ ବଳିଦାନ ଉତ୍ସର୍ଗ କରାଯାଉଛି। ଯେଉଁମାନେ ଈଶ୍ୱରଙ୍କ ନିକଟକୁ ଆସନ୍ତି, ବ୍ୟବସ୍ଥାର ସେହିସବୁ ବଳିଦାନ ଦ୍ୱାରା ସେମାନେ କଅଣ ସଦ୍ଧ ହୋଇ ପାରୁଛନ୍ତି? Viz kapitolaପବିତ୍ର ବାଇବଲ1 ବ୍ୟବସ୍ଥା ଆମ୍ଭକୁ ଭବିଷ୍ୟତରେ ଘଟିବାକୁ ଥିବା ଉତ୍ତମ ବିଷୟ ଗୁଡ଼ିକର ଅସ୍ପଷ୍ଟ ଚିତ୍ର ପ୍ରଦାନ କରେ। ବ୍ୟବସ୍ଥା ପ୍ରକୃତ ବିଷୟ ଗୁଡ଼ିକର ପରିପୂର୍ଣ୍ଣ ଚିତ୍ର ନୁହେଁ। ବ୍ୟବସ୍ଥା ଲୋକମାନଙ୍କୁ ସମାନ ବଳିଗୁଡ଼ିକୁ ପ୍ରତିବର୍ଷ ସମର୍ପଣ କରିବା ପାଇଁ କୁହେ। ଯେଉଁ ଲୋକମାନେ ପରମେଶ୍ୱରଙ୍କୁ ଉପାସନା କରିବା ପାଇଁ ଆସନ୍ତି, ସେହି ବଳି ସମର୍ପଣ କାର୍ଯ୍ୟ କରି ଗ୍ଭଲିଥା’ନ୍ତି। କିନ୍ତୁ ବ୍ୟବସ୍ଥା କେବେ ହେଲେ ସେ ଲୋକମାନଙ୍କୁ ସମ୍ପୂର୍ଣ୍ଣ ସିଦ୍ଧ କରି ନ ଥାଏ। Viz kapitola |