ଏବ୍ରୀ 10:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଆହୁରି ମଧ୍ୟ, ପ୍ରତ୍ୟେକ ଯାଜକ ପ୍ରତିଦିନ ସେବା କରିବା ପାଇଁ ଓ ଥରକୁଥର ସେହି ଏକ-ପ୍ରକାର ବଳି ଉତ୍ସର୍ଗ କରିବା ପାଇଁ ଠିଆ ହୋଇଥାଆନ୍ତି; ଏହିସବୁ କେବେ ପାପ ହରଣ କରିପାରେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)11 ଆହୁରି ମଧ୍ୟ, ପ୍ରତ୍ୟେକ ଯାଜକ ପ୍ରତିଦିନ ସେବା କରିବା ପାଇଁ ଓ ଥରକୁଥର ସେହି ଏକପ୍ରକାର ବଳି ଉତ୍ସର୍ଗ କରିବା ପାଇଁ ଠିଆ ହୋଇଥାଆନ୍ତି; ଏହିସବୁ କେବେ ପାପ ହରଣ କରି ପାରେ ନାହିଁ। Viz kapitolaଓଡିଆ ବାଇବେଲ11 ଆହୁରି ମଧ୍ୟ, ପ୍ରତ୍ୟେକ ଯାଜକ ପ୍ରତିଦିନ ସେବା କରିବା ପାଇଁ ଓ ଥରକୁଥର ସେହି ଏକ ପ୍ରକାର ବଳି ଉତ୍ସର୍ଗ କରିବା ପାଇଁ ଠିଆ ହୋଇଥାଆନ୍ତି; ଏହି ସବୁ କେବେ ପାପ ହରଣ କରି ପାରେ ନାହିଁ । Viz kapitolaପବିତ୍ର ବାଇବଲ (CL) NT (BSI)11 ଇହୁଦୀ ଯାଜକମାନେ ପ୍ରତିଦିନ ନିଜର କର୍ତ୍ତବ୍ୟ ସାଧନ କରି ସେହି ଏକ ପ୍ରକାର ବଳିଦାନ ବାରମ୍ବାର ଉତ୍ସର୍ଗ କରୁଥାଆନ୍ତି, କିନ୍ତୁ ଏହିସବୁ ବଳିଦାନ ଦ୍ୱାରା କେବେହେଲେ ପାପ ମୋଚନ ହୋଇପାରେ ନାହିଁ। Viz kapitolaପବିତ୍ର ବାଇବଲ11 ଯାଜକମାନେ ପ୍ରତିଦିନ ଠିଆ ହୋଇ ସେମାନଙ୍କର ଧାର୍ମିକ ସେବା କାର୍ଯ୍ୟ କରନ୍ତି। ସେହି, ସମାନ ବଳିଗୁଡ଼ିକ ସେମାନେ ବାରମ୍ବାର ସମର୍ପଣ କରନ୍ତି। କିନ୍ତୁ ସେହିଭଳି ବଳି କେବେ ହେଲେ ପାପହରଣ କରିପାରେ ନାହିଁ। Viz kapitola |