Online Bible

- Reklamy -




ଏବ୍ରୀ 10:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ଆସ, ଆମ୍ଭେମାନେ ହୃଦୟ ପ୍ରକ୍ଷାଳନ ଦ୍ୱାରା କଳୁଷିତ ବିବେକରୁ ଶୁଚିକୃତ ଓ ନିର୍ମଳ ଜଳରେ ଧୌତ-ଶରୀର ହୋଇ ସରଳ ହୃଦୟ ସହ ପୂର୍ଣ୍ଣ ବିଶ୍ୱାସରେ ଈଶ୍ବରଙ୍କ ନିକଟବର୍ତ୍ତୀ ହେଉ;

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

22 ଆସ, ଆମ୍ଭେମାନେ ହୃଦୟ ପ୍ରକ୍ଷାଳନ ଦ୍ଵାରା କଳୁଷିତ ବିବେକରୁ ଶୁଚିକୃତ ଓ ନିର୍ମଳ ଜଳରେ ଧୌତଶରୀର ହୋଇ ସରଳ ହୃଦୟ ସହ ପୂର୍ଣ୍ଣ ବିଶ୍ଵାସରେ ଈଶ୍ଵରଙ୍କ ନିକଟବର୍ତ୍ତୀ ହେଉ;

Viz kapitola kopírovat

ଓଡିଆ ବାଇବେଲ

22 ଆସ, ଆମ୍ଭେମାନେ ହୃଦୟ ପ୍ରକ୍ଷାଳନ ଦ୍ୱାରା କଳୁଷିତ ବିବେକରୁ ଶୁଚିକୃତ ଓ ନିର୍ମଳ ଜଳରେ ଧୌତଶରୀର ହୋଇ ସରଳ ହୃଦୟ ସହ ପୂର୍ଣ୍ଣ ବିଶ୍ୱାସରେ ଈଶ୍ୱରଙ୍କ ନିକଟବର୍ତ୍ତୀ ହେଉ;

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

22 ଅତଏବ ଆସ, ଆମ୍ଭେମାନେ ଶୁଦ୍ଧ ଅନ୍ତଃକରଣ ଓ ଦୃଢ଼ ବିଶ୍ୱାସ ସହହ ଈଶ୍ୱରଙ୍କ ନିକଟକୁ ଯିବା; କାରଣ ଆମ୍ଭୋନେ ଏବେ କଳୁଷିତ ବିବେକରୁ ଶୁଚି ହୋଇଛୁ ଓ ଆମ ଶରୀର ନିର୍ମଳ ଜଳରେ ଧୌତ ହୋଇଛି

Viz kapitola kopírovat

ପବିତ୍ର ବାଇବଲ

22 ଆମ୍ଭର ଦେହ ଶୁଦ୍ଧ ଜଳରେ ସ୍ନାନ କରିଛି। ଅତଏବ ପରମେଶ୍ୱରଙ୍କ ପାଖକୁ ସତ୍ୟନିଷ୍ଠା ହୃଦୟରେ ଆସ। ଆମ୍ଭ ବିଶ୍ୱାସ ହେତୁ ଆମ୍ଭେ ନିଶ୍ଚିତତା ଅନୁଭବ କରିବା ଉଚିତ୍।

Viz kapitola kopírovat




ଏବ୍ରୀ 10:22

Následuj nás:

Reklamy


Reklamy