ଏବ୍ରୀ 10:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ବରଂ ବିଚାରର ଏକ-ପ୍ରକାର ଭୟଙ୍କର ପ୍ରତୀକ୍ଷା ଓ ବିପକ୍ଷମାନଙ୍କୁ ଗ୍ରାସକାରୀ ଅଗ୍ନିର ପ୍ରଚଣ୍ଡତା ଅବଶିଷ୍ଟ ଥାଏ। Viz kapitolaପବିତ୍ର ବାଇବଲ (Re-edited) - (BSI)27 ବରଂ ବିଚାରର ଏକ ପ୍ରକାର ଭୟଙ୍କର ପ୍ରତୀକ୍ଷା ଓ ବିପକ୍ଷମାନଙ୍କୁ ଗ୍ରାସକାରୀ ଅଗ୍ନିର ପ୍ରଚଣ୍ତତା ଅବଶିଷ୍ଟ ଥାଏ। Viz kapitolaଓଡିଆ ବାଇବେଲ27 ବରଂ ବିଚାରର ଏକ ପ୍ରକାର ଭୟଙ୍କର ପ୍ରତୀକ୍ଷା ଓ ବିପକ୍ଷମାନଙ୍କୁ ଗ୍ରାସକାରୀ ଅଗ୍ନିର ପ୍ରଚଣ୍ଡତା ଅବଶିଷ୍ଟ ଥାଏ । Viz kapitolaପବିତ୍ର ବାଇବଲ (CL) NT (BSI)27 ତାହାହେଲେ, ଆମେ ଆଗାମୀ ମହାବିଚାରର ସମ୍ମୁଖୀନ ହୋଇ ଈଶ୍ୱର-ଦ୍ରୋହୀମାନଙ୍କ ନିମନ୍ତେ ଉଦ୍ଦିଷ୍ଟ ପ୍ରଚଣ୍ଡ ଅଗ୍ନିରେ ଧ୍ୱଂସ ପାଇଯିବା ପରିଣାମକୁ ଭୟଭୀତ ହୋଇ ପ୍ରତିକ୍ଷା କରିବା ଛଡ଼ା ଆମ୍ଭମାନଙ୍କର ଅନ୍ୟ ଦଶା ନାହିଁ। Viz kapitolaପବିତ୍ର ବାଇବଲ27 ଆମ୍ଭେ ଯଦି ପାପ କରି ଗ୍ଭଲିଥିବା, ତା'ହେଲେ ଆମ୍ଭେ ନିଶ୍ଚିତ ଯେ, ଆମ୍ଭ ପାଇଁ ବିଗ୍ଭରର ଭୟଙ୍କର ଆଶଙ୍କା ରହିଛି, ଓ ପରମେଶ୍ୱରଙ୍କ ବିରୋଧୀ ଜୀବନଯାପନ କରୁଥିବା ଲୋକମାନଙ୍କୁ ଗ୍ରାସ କରିବାକୁ ଥିବା ଭୟଙ୍କର ଅଗ୍ନି ଆମ୍ଭ ପାଇଁ ରହିଛି। Viz kapitola |