Online Bible

- Reklamy -




ଏବ୍ରୀ 10:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 କେହି ମୋଶାଙ୍କ ବ୍ୟବସ୍ଥାକୁ ଅମାନ୍ୟ କଲେ, ସେ ଦୟା ପ୍ରାପ୍ତ ନ ହୋଇ ଦୁଇ କିମ୍ବା ତିନି ଜଣ ସାକ୍ଷୀଙ୍କ ପ୍ରମାଣରେ ହତ ହୁଏ;

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

28 କେହି ମୋଶାଙ୍କ ବ୍ୟବସ୍ଥାକୁ ଅମାନ୍ୟ କଲେ, ସେ ଦୟା ପ୍ରାପ୍ତ ନ ହୋଇ ଦୁଇ କିମ୍ଵା ତିନି ଜଣ ସାକ୍ଷୀଙ୍କ ପ୍ରମାଣରେ ହତ ହୁଏ;

Viz kapitola kopírovat

ଓଡିଆ ବାଇବେଲ

28 କେହି ମୋଶାଙ୍କ ବ୍ୟବସ୍ଥାକୁ ଅମାନ୍ୟ କଲେ, ସେ ଦୟା ପ୍ରାପ୍ତ ନ ହୋଇ ଦୁଇ କିମ୍ବା ତିନି ଜଣ ସାକ୍ଷୀଙ୍କ ପ୍ରମାଣରେ ହତ ହୁଏ;

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

28 କେହି ଯଦି ମୋଶାଙ୍କ ବ୍ୟବସ୍ଥା ଅମାନ୍ୟ କରେ ଧ ଦୁଇ ବା ତତୋଧବକ ସାକ୍ଷୀଙ୍କର ସାକ୍ଷୀ ଦ୍ୱାରା ସେ ଦୋଷୀ ସାବ୍ୟସ୍ତ ହୁଏ, ତେବେ ତାହାକୁ ଦୟା ପ୍ରଦର୍ଶନ ନ କରି ମୃତ୍ୟୁଦଣ୍ଡ ଦିଆଯାଏ।

Viz kapitola kopírovat

ପବିତ୍ର ବାଇବଲ

28 ଯେଉଁ ଲୋକ ମୋଶାଙ୍କ ବ୍ୟବସ୍ଥା ମାନିବାକୁ ମନା କଲା, ତାହାକୁ ଦୋଷୀ ପ୍ରମାଣିତ କରିବା ଲାଗି ଦୁଇ ବା ତିନି ଜଣ ସାକ୍ଷୀ ଆବଶ୍ୟକ ଥିଲେ। କ୍ଷମା ଦିଆ ନ ଯାଇ, ତାହାକୁ ବଧ କରାଯାଉଥିଲା।

Viz kapitola kopírovat




ଏବ୍ରୀ 10:28

Následuj nás:

Reklamy


Reklamy