ଏବ୍ରୀ 10:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 କିନ୍ତୁ ସେହିସବୁ ବଳିରେ ବର୍ଷକୁ ବର୍ଷ ପାପ ସ୍ମରଣ କରାଯାଏ; Viz kapitolaପବିତ୍ର ବାଇବଲ (Re-edited) - (BSI)3 କିନ୍ତୁ ସେହିସବୁ ବଳିରେ ବର୍ଷକୁ ବର୍ଷ ପାପ ସ୍ମରଣ କରାଯାଏ; Viz kapitolaଓଡିଆ ବାଇବେଲ3 କିନ୍ତୁ ସେହି ସବୁ ବଳିରେ ବର୍ଷକୁ ବର୍ଷ ପାପ ସ୍ମରଣ କରାଯାଏ; Viz kapitolaପବିତ୍ର ବାଇବଲ (CL) NT (BSI)3 କିନ୍ତୁ, ସେପରି ନ ହୋଇ ବର୍ଷକୁ ବର୍ଷ ବଳିଦାନ ଉତ୍ସର୍ଗ କରିବା ଦ୍ୱାରା ମନୁଷ୍ୟକୁ କେବଳ ତା’ର ପାପ ବିଷୟ ସ୍ମରଣ ଦିଆଯାଉଛି। Viz kapitolaପବିତ୍ର ବାଇବଲ3 ସେମାନେ ଯେଉଁ ବଳି ଗୁଡ଼ିକ ଦିଅନ୍ତି, ତାହା ପ୍ରତିବର୍ଷ ସେମାନଙ୍କୁ ସେମାନଙ୍କର ପାପଗୁଡ଼ିକ ସ୍ମରଣ କରାଇ ଦିଏ। Viz kapitola |