ଏବ୍ରୀ 10:36 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT36 ଯେଣୁ ତୁମ୍ଭେମାନେ ଯେପରି ଈଶ୍ବରଙ୍କ ଇଚ୍ଛା ସାଧନ କରି ପ୍ରତିଜ୍ଞାର ଫଳପ୍ରାପ୍ତ ହୋଇପାର, ଏଥିନିମନ୍ତେ ତୁମ୍ଭମାନଙ୍କର ଧୈର୍ଯ୍ୟଶୀଳ ହେବା ପ୍ରୟୋଜନ। Viz kapitolaପବିତ୍ର ବାଇବଲ (Re-edited) - (BSI)36 ଯେଣୁ ତୁମ୍ଭେମାନେ ଯେପରି ଈଶ୍ଵରଙ୍କ ଇଚ୍ଛା ସାଧନ କରି ପ୍ରତିଜ୍ଞାର ଫଳ ପ୍ରାପ୍ତ ହୋଇ ପାର, ଏଥିନିମନ୍ତେ ତୁମ୍ଭମାନଙ୍କର ଧୈର୍ଯ୍ୟଶୀଳ ହେବା ପ୍ରୟୋଜନ। Viz kapitolaଓଡିଆ ବାଇବେଲ36 ଯେଣୁ ତୁମ୍ଭେମାନେ ଯେପରି ଈଶ୍ୱରଙ୍କ ଇଚ୍ଛା ସାଧନ କରି ପ୍ରତିଜ୍ଞାର ଫଳପ୍ରାପ୍ତ ହୋଇ ପାର, ଏଥି ନିମନ୍ତେ ତୁମ୍ଭମାନଙ୍କର ଧୈର୍ଯ୍ୟଶୀଳ ହେବା ପ୍ରୟୋଜନ । Viz kapitolaପବିତ୍ର ବାଇବଲ (CL) NT (BSI)36 ଈଶ୍ୱରଙ୍କ ଇଚ୍ଛା ସାଧନ କରି, ଯାହା ସେ ଦେବେ ବୋଲି ପ୍ରତିଜ୍ଞା କରିଛନ୍ତି, ତାହା ପାଇବା ଅ।ଶାରେ ଧୈର୍ଯ୍ୟ ଧରି ରୁହ। Viz kapitolaପବିତ୍ର ବାଇବଲ36 ତୁମ୍ଭେମାନେ ଧୈର୍ଯ୍ୟବାନ ହେବା ଦରକାର। ପରମେଶ୍ୱର ଯାହା ଇଚ୍ଛା କରନ୍ତି, ସେହିସବୁ କାମ କରି ସାରିଲା ପରେ, ସେ ଯାହା ପ୍ରତିଜ୍ଞା କରିଛନ୍ତି, ସେ ସବୁ ତୁମ୍ଭେମାନେ ପାଇବ। Viz kapitola |