ଏବ୍ରୀ 10:39 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT39 ମାତ୍ର ଯେଉଁମାନେ ବିନାଶ ନିମନ୍ତେ ପଶ୍ଚାତ୍ପଦ ହୁଅନ୍ତି, ଆମ୍ଭେମାନେ ସେମାନଙ୍କ ଦଳର ଲୋକ ନୋହୁଁ, କିନ୍ତୁ ଯେଉଁମାନେ ଆତ୍ମାର ପରିତ୍ରାଣ ନିମନ୍ତେ ବିଶ୍ୱାସ କରନ୍ତି, ଆମ୍ଭେମାନେ ସେମାନଙ୍କ ଦଳର ଲୋକ ଅଟୁ। Viz kapitolaପବିତ୍ର ବାଇବଲ (Re-edited) - (BSI)39 ମାତ୍ର ଯେଉଁମାନେ ବିନାଶ ନିମନ୍ତେ ପଶ୍ଚାତ୍ପଦ ହୁଅନ୍ତି, ଆମ୍ଭେମାନେ ସେମାନଙ୍କ ଦଳର ଲୋକ ନୋହୁଁ, କିନ୍ତୁ ଯେଉଁମାନେ ଆତ୍ମାର ପରିତ୍ରାଣ ନିମନ୍ତେ ବିଶ୍ଵାସ କରନ୍ତି, ଆମ୍ଭେମାନେ ସେମାନଙ୍କ ଦଳର ଲୋକ ଅଟୁ। Viz kapitolaଓଡିଆ ବାଇବେଲ39 ମାତ୍ର ଯେଉଁମାନେ ବିନାଶ ନିମନ୍ତେ ପଶ୍ଚାତ୍ପଦ ହୁଅନ୍ତି, ଆମ୍ଭେମାନେ ସେମାନଙ୍କ ଦଳର ଲୋକ ନୋହୁଁ, କିନ୍ତୁ ଯେଉଁମାନେ ଆତ୍ମାର ପରିତ୍ରାଣ ନିମନ୍ତେ ବିଶ୍ୱାସ କରନ୍ତି, ଆମ୍ଭେମାନେ ସେମାନଙ୍କ ଦଳର ଲୋକ ଅଟୁ । Viz kapitolaପବିତ୍ର ବାଇବଲ (CL) NT (BSI)39 ପଛଘୁଞ୍ଚା ଦେଇ ବିନଷ୍ଟ ହେବା ଷଳାକ ଆମେ ନୋହୁଁ। ଆମେ ଦୃଢ଼ ବିଶ୍ୱାସୀ ଓ ପରିତ୍ରାଣପ୍ରାପ୍ତ। Viz kapitolaପବିତ୍ର ବାଇବଲ39 କିନ୍ତୁ ଆମ୍ଭେ ସେହି ଲୋକମାନଙ୍କ ପରି ନୋହୁଁ ଯେଉଁମାନେ ବିମୁଖ ହୁଅନ୍ତି ଓ ହଜିଯାଆନ୍ତି। ଯେଉଁମାନଙ୍କର ବିଶ୍ୱାସ ରହିଛି, ଓ ଉଦ୍ଧାର ପାଇଛନ୍ତି ଆମ୍ଭେ ସେମାନଙ୍କ ଭଳି ଅଟୁ। Viz kapitola |