ଏବ୍ରୀ 11:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 କାରଣ ଈଶ୍ବର ଯେ ମୃତମାନଙ୍କ ମଧ୍ୟରୁ ସୁଦ୍ଧା ଉତ୍ଥାପନ କରିବାକୁ ସମର୍ଥ, ଆକ୍ଷରିକ ଭାବେ, ସେ ମଧ୍ୟ ତାହାଙ୍କୁ ଦୃଷ୍ଟାନ୍ତଭାବେ ମୃତ୍ୟୁରୁ ଫେରି ପାଇଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)19 କାରଣ ଈଶ୍ଵର ଯେ ମୃତମାନଙ୍କ ମଧ୍ୟରୁ ସୁଦ୍ଧା ଉତ୍ଥାପନ କରିବାକୁ ସମର୍ଥ, ଏହା ସେ ମନେ କରିଥିଲେ, ଆଉ ସେ ମଧ୍ୟ ତାଙ୍କୁ ଦୃଷ୍ଟାନ୍ତଭାବେ ମୃତ୍ୟୁରୁ ଫେରି ପାଇଲେ। Viz kapitolaଓଡିଆ ବାଇବେଲ19 କାରଣ ଈଶ୍ୱର ଯେ ମୃତମାନଙ୍କ ମଧ୍ୟରୁ ସୁଦ୍ଧା ଉତ୍ଥାପନ କରିବାକୁ ସମର୍ଥ, ଆକ୍ଷରିକ ଭାବେ, ସେ ମଧ୍ୟ ତାଙ୍କୁ ଦୃଷ୍ଟାନ୍ତଭାବେ ମୃତ୍ୟୁରୁ ଫେରି ପାଇଲେ । Viz kapitolaପବିତ୍ର ବାଇବଲ (CL) NT (BSI)19 ଈଶ୍ୱର ଯେ ଇସାହାକଙ୍କୁ ମୃତ୍ୟୁର ସଞ୍ଜୀବିତ କରିବାକୁ ସମର୍ଥ, ଏହି ବିଶ୍ୱାସ ଅବ୍ରାହାମଙ୍କର ମୃତ୍ୟୁରୁ ଫେରି ପାଇଲେ ବୋଲି କହିଲେ ଅତ୍ୟୁକ୍ତି ହେବ ନାହିଁ। Viz kapitolaପବିତ୍ର ବାଇବଲ19 ଅବ୍ରହାମ ବିଶ୍ୱାସ କରିଥିଲେ ଯେ, ପରମେଶ୍ୱର ଲୋକମାନଙ୍କୁ ମୃତ୍ୟୁରୁ ଉଠାଇ ଆଣି ପାରିବେ। ପ୍ରକୃତରେ ଯେତେବେଳେ ସେ ଇସ୍ହାକଙ୍କୁ ମାରିବା ପାଇଁ ଗଲାବେଳେ ପରମେଶ୍ୱର ଅବ୍ରହାମଙ୍କୁ ଅଟକାଇ ଦେଲେ। ସେତେବେଳେ ଅବ୍ରହାମ ଯେପରି ଇସ୍ହାକଙ୍କୁ ମୃତ୍ୟୁରୁ ଫେରି ପାଇଲେ। Viz kapitola |