ଏବ୍ରୀ 11:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ପାପର କ୍ଷଣିକ ସୁଖଭୋଗ ଅପେକ୍ଷା ଈଶ୍ବରଙ୍କ ଲୋକମାନଙ୍କ ସହିତ ବରଂ ଦୁଃଖଭୋଗ କରିବାକୁ ସେ ପସନ୍ଦ କଲେ, Viz kapitolaପବିତ୍ର ବାଇବଲ (Re-edited) - (BSI)25 ପାପର କ୍ଷଣିକ ସୁଖଭୋଗ ଅପେକ୍ଷା ଈଶ୍ଵରଙ୍କ ଲୋକମାନଙ୍କ ସହିତ ବରଂ ଦୁଃଖଭୋଗ କରିବାକୁ ସେ ପସନ୍ଦ କଲେ, Viz kapitolaଓଡିଆ ବାଇବେଲ25 ପାପର କ୍ଷଣିକ ସୁଖଭୋଗ ଅପେକ୍ଷା ଈଶ୍ୱରଙ୍କ ଲୋକମାନଙ୍କ ସହିତ ବରଂ ଦୁଃଖଭୋଗ କରିବାକୁ ସେ ପସନ୍ଦ କଲେ, Viz kapitolaପବିତ୍ର ବାଇବଲ (CL) NT (BSI)25 ପାପରେ ଲିପ୍ତ ରହି କିଛି କାଳ ଜୀବନ ଉପଭୋଗ କରିବା ଅପେକ୍ଷା ଈଶ୍ୱରଙ୍କ ଲୋକମାନଙ୍କ ସହିତ ଦୁଃଖ ଭୋଗ କରିବାକୁ ସେ ପସନ୍ଦ କରିଥିଲେ। Viz kapitolaପବିତ୍ର ବାଇବଲ25 ସେ ପାପର କ୍ଷଣିକ ସୁଖଭୋଗ କରିବା ପାଇଁ ଗ୍ଭହିଁଲେ ନାହିଁ। ତା’ ପରିବର୍ତ୍ତେ ସେ ଈଶ୍ୱରଙ୍କ ଲୋକମାନଙ୍କ ଅସହ୍ୟ ହେଉଥିବା ଦୁର୍ବ୍ୟବହାର ସହିବା ପସନ୍ଦ କଲେ। ନିଜର ବିଶ୍ୱାସ ହେତୁ ସେ ଏପରି କଲେ। Viz kapitola |