ଏବ୍ରୀ 11:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ବିଶ୍ୱାସ ଦ୍ୱାରା ସେମାନେ ଶୁଷ୍କ ଭୂମି ପାର ହେଲା ପରି ସୂଫ ସାଗରର ଭିତର ଦେଇ ପାର ହେଲେ, କିନ୍ତୁ ମିସରୀୟମାନେ ପାର ହେବାକୁ ଚେଷ୍ଟା କରିବାକୁ ଯାଇ ବୁଡ଼ି ମଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)29 ବିଶ୍ଵାସ ଦ୍ଵାରା ସେମାନେ ଶୁଷ୍କ ଭୂମି ପାର ହେଲା ପରି ସୂଫ ସାଗରର ଭିତର ଦେଇ ପାର ହେଲେ, କିନ୍ତୁ ମିସରୀୟମାନେ ସେହିପ୍ରକାର ଚେଷ୍ଟା କରିବାକୁ ଯାଇ ବୁଡ଼ି ମଲେ। Viz kapitolaଓଡିଆ ବାଇବେଲ29 ବିଶ୍ୱାସ ଦ୍ୱାରା ସେମାନେ ଶୁଷ୍କ ଭୂମି ପାର ହେଲା ପରି ସୂଫ ସାଗରର ଭିତର ଦେଇ ପାର ହେଲେ, କିନ୍ତୁ ମିସରୀୟମାନେ ପାର ହେବାକୁ ଚେଷ୍ଟା କରିବାକୁ ଯାଇ ବୁଡ଼ି ମଲେ । Viz kapitolaପବିତ୍ର ବାଇବଲ (CL) NT (BSI)29 ବିଶ୍ୱାସ ବଳରେ ଇଶ୍ରାଏଲୀୟ ଲୋକମାନେ ଶୁଷ୍କ ଭୁମି ଉପରେ ଚାଲିଲା ପରି ଲୋହିତ ସାଗର ଅତିକ୍ରମ କରିଥିଳେ; ଅଥଚ ମିସରୀୟମାନେ ତାହା କରିବାକୁ ଚେଷ୍ଟା କରି ବୁଡ଼ି ମଲେ। Viz kapitolaପବିତ୍ର ବାଇବଲ29 ବିଶ୍ୱାସଥିବା ହେତୁ ହିଁ ମୋଶାଙ୍କ ନେତୃତ୍ୱରେ ସମସ୍ତେ ସୁଫସାଗର ମଧ୍ୟଦେଇ ଶୁଖିଲା ଭୂଇଁ ଥିଲା ଭଳି ଗ୍ଭଲିଗ୍ଭଲି ପାର ହୋଇଗଲେ। ଯେତେବେଳେ ମିଶରଦେଶର ଲୋକେ ସୁଫସାଗର ଦେଇ ଯିବା ପାଇଁ ଚେଷ୍ଟା କଲେ ସେମାନେ ବୁଡ଼ି ଗଲେ। Viz kapitola |