ଏବ୍ରୀ 11:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ବିଶ୍ୱାସ ଦ୍ୱାରା ଯିରୀହୋ ପ୍ରାଚୀର ସାତ ଦିନ ପର୍ଯ୍ୟନ୍ତ ଘେରିଲା ଉତ୍ତାରେ ଭୂମିସାତ୍ ହେଲା। Viz kapitolaପବିତ୍ର ବାଇବଲ (Re-edited) - (BSI)30 ବିଶ୍ଵାସ ଦ୍ଵାରା ଯିରୀହୋ ପ୍ରାଚୀର ସାତ ଦିନ ପର୍ଯ୍ୟନ୍ତ ପ୍ରଦକ୍ଷିଣ ହେଲା ଉତ୍ତାରେ ଭୂମିସାତ୍ ହେଲା। Viz kapitolaଓଡିଆ ବାଇବେଲ30 ବିଶ୍ୱାସ ଦ୍ୱାରା ଯିରୀହୋ ପ୍ରାଚୀର ସାତ ଦିନ ପର୍ଯ୍ୟନ୍ତ ଘେରିଲା ଉତ୍ତାରେ ଭୂମିସାତ୍ ହେଲା । Viz kapitolaପବିତ୍ର ବାଇବଲ (CL) NT (BSI)30 ଇଶ୍ରାଏଲୀୟମାନେ ଯିରିଖୋ ନଗର ପ୍ରାଚୀରର ଚତୁର୍ଦ୍ଦିଗରେ ବିଶ୍ୱାସରେ ସାତ ଦିନ ବୁଲିଲା ପରେ, ତାହା ଭୂମିସାତ୍ ହୋଇଥଲା। Viz kapitolaପବିତ୍ର ବାଇବଲ30 ଈଶ୍ୱରଙ୍କ ଲୋକମାନଙ୍କ ବିଶ୍ୱାସ ହେତୁ ଯିରୀହୋ ନଗରର ପାଚେରୀଗୁଡ଼ିକ ସେମାନେ ସାତ ଦିନ ପରିକ୍ରମା କଲାପରେ, ଭାଙ୍ଗି ପଡ଼ିଗଲା। Viz kapitola |