ଏବ୍ରୀ 11:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ବିଶ୍ୱାସ ଦ୍ୱାରା ସେ ବିଦେଶୀ ସ୍ୱରୂପେ ପ୍ରତିଜ୍ଞାତ ଦେଶରେ ପ୍ରବାସୀ ହୋଇ ପ୍ରତିଜ୍ଞାର ସହାଧିକାରୀ ଇସ୍ହାକ ଓ ଯାକୁବଙ୍କ ସହିତ ତମ୍ବୁରେ ବାସ କଲେ; Viz kapitolaପବିତ୍ର ବାଇବଲ (Re-edited) - (BSI)9 ବିଶ୍ଵାସ ଦ୍ଵାରା ସେ ବିଦେଶୀ ସ୍ଵରୂପେ ପ୍ରତିଜ୍ଞାତ ଦେଶରେ ପ୍ରବାସୀ ହୋଇ ପ୍ରତିଜ୍ଞାର ସହାଧିକାରୀ ଇସ୍ହାକ୍ ଓ ଯାକୁବଙ୍କ ସହିତ ତମ୍ଵୁରେ ବାସ କଲେ; Viz kapitolaଓଡିଆ ବାଇବେଲ9 ବିଶ୍ୱାସ ଦ୍ୱାରା ସେ ବିଦେଶୀ ସ୍ୱରୂପେ ପ୍ରତିଜ୍ଞାତ ଦେଶରେ ପ୍ରବାସୀ ହୋଇ ପ୍ରତିଜ୍ଞାର ସହାଧିକାରୀ ଇସ୍ହାକ ଓ ଯାକୁବଙ୍କ ସହିତ ତମ୍ବୁରେ ବାସ କଲେ; Viz kapitolaପବିତ୍ର ବାଇବଲ (CL) NT (BSI)9 ସେ ବିଶ୍ୱାସରେ ଈଶ୍ୱରଙ୍କ ପ୍ରତିଜ୍ଞାତ ଦେଶରେ ବିଦେଶୀ ଭାବରେ ବାସ କଲେ। ସେ ତମ୍ବୁରେ ବାସ କଲେ ଏବଂ ତାଙ୍କ ପରି ଈଶ୍ୱରଙ୍କଠାରୁ ପ୍ରତିଜ୍ଞା ପ୍ରାପ୍ତ ହୋଇ ଇସାହାକ ଓ ଯାକୁବ ମଧ୍ୟ ସେହିପରି ବାସ କରିଥିଲେ। Viz kapitolaପବିତ୍ର ବାଇବଲ9 ପରମେଶ୍ୱର ପ୍ରତିଜ୍ଞା ଅନୁସାରେ ଅବ୍ରହାମ ସେହି ସ୍ଥାନରେ ରହିଲେ। ସେ ଜଣେ ଯାତ୍ରୀ ଭଳି ରହିଲେ, ଜଣେ ବାସିନ୍ଦା ଭଳି ନୁହେଁ। ବିଶ୍ୱାସ ଥିବା ହେତୁ ସେ ଏପରି କଲେ। ଇସ୍ହାକ ଓ ଯାକୁବଙ୍କ ସହିତ ଅବ୍ରହାମ ତମ୍ବୁରେ ରହିଲେ। ଇସ୍ହାକ ଓ ଯାକୁବ ମଧ୍ୟ Viz kapitola |