ଏବ୍ରୀ 12:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 କାରଣ ସେମାନଙ୍କୁ ଯେପରି ବିହିତ ବୋଧ ହେଲା, ତଦନୁସାରେ ସେମାନେ ଅଳ୍ପ ଦିନ ନିମନ୍ତେ ଆମ୍ଭମାନଙ୍କୁ ଶାସନ କଲେ; କିନ୍ତୁ ଆମ୍ଭେମାନେ ଯେପରି ତାହାଙ୍କ ପବିତ୍ରତାର ସହଭାଗୀ ହେଉ, ଏଥିପାଇଁ ସେ ଆମ୍ଭମାନଙ୍କ ମଙ୍ଗଳ ନିମନ୍ତେ ଶାସନ କରନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)10 କାରଣ ସେମାନଙ୍କୁ ଯେପରି ବିହିତ ବୋଧ ହେଲା, ତଦନୁସାରେ ସେମାନେ ଅଳ୍ପ ଦିନ ନିମନ୍ତେ ଆମ୍ଭମାନଙ୍କୁ ଶାସନ କଲେ; କିନ୍ତୁ ଆମ୍ଭେମାନେ ଯେପରି ତାହାଙ୍କ ପବିତ୍ରତାର ସହଭାଗୀ ହେଉ, ଏଥିପାଇଁ ସେ ଆମ୍ଭମାନଙ୍କ ମଙ୍ଗଳ ନିମନ୍ତେ ଶାସନ କରନ୍ତି। Viz kapitolaଓଡିଆ ବାଇବେଲ10 କାରଣ ସେମାନଙ୍କୁ ଯେପରି ବିହିତ ବୋଧ ହେଲା, ତଦନୁସାରେ ସେମାନେ ଅଳ୍ପ ଦିନ ନିମନ୍ତେ ଆମ୍ଭମାନଙ୍କୁ ଶାସନ କଲେ; କିନ୍ତୁ ଆମ୍ଭେମାନେ ଯେପରି ତାହାଙ୍କ ପବିତ୍ରତାର ସହଭାଗୀ ହେଉ, ଏଥିପାଇଁ ସେ ଆମ୍ଭମାନଙ୍କ ମଙ୍ଗଳ ନିମନ୍ତେ ଶାସନ କରନ୍ତି । Viz kapitolaପବିତ୍ର ବାଇବଲ (CL) NT (BSI)10 ଆମ ଜାଗତିକ ପିତାମାନଙ୍କ ଦୃଷ୍ଟିରେ ଯାହା ବିହିତ, ସେହି ଅନୁଯାୟୀ ଆମ୍ଭମାନଙ୍କୁ ଅଳ୍ପ କାଳ ପାଇଁ ଶାସନ କରନ୍ତି; କିନ୍ତୁ ଆମେ ଯେପରି ତାଙ୍କ ପବତ୍ରତାେ ଭାଗୀ ହୋଇ ପାରିବୁ, ଏହି ଉଦ୍ଦେଶ୍ୟରେ ଈଶ୍ୱର ଆମ ମଙ୍ଗଳ ନିମନ୍ତେ ଆମକୁ ଶାସନ କରନ୍ତି। Viz kapitolaପବିତ୍ର ବାଇବଲ10 ଆମ୍ଭର ପୃଥିବୀର ପିତାମାନେ ଆମ୍ଭକୁ ଅଳ୍ପ ସମୟ ଧରି ଦଣ୍ଡ ଦେଲେ। ସେମାନେ ଯେପରି ଭଲ ଭାବିଲେ, ସେହିପରି ଦଣ୍ଡ ଦେଲେ। କିନ୍ତୁ ପରମେଶ୍ୱର, ତାହାଙ୍କ ନିଜଭଳି ଆମ୍ଭକୁ ପବିତ୍ର ହେବା ପାଇଁ ସାହାଯ୍ୟ କରିବା ନିମନ୍ତେ ଆମ୍ଭକୁ ଦଣ୍ଡ ଦିଅନ୍ତି। Viz kapitola |