ଏବ୍ରୀ 12:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ସମସ୍ତଙ୍କ ସହିତ ଶାନ୍ତିରେ ରହିବାକୁ ଚେଷ୍ଟା କର, ପୁଣି, ଯେଉଁ ପବିତ୍ରତା ବିନା କେହି ପ୍ରଭୁଙ୍କ ଦର୍ଶନ ପାଇବ ନାହିଁ, ସେଥିର ଅନୁସରଣ କର, Viz kapitolaପବିତ୍ର ବାଇବଲ (Re-edited) - (BSI)14 ସମସ୍ତଙ୍କ ସହିତ ଶାନ୍ତିରେ ରହିବାକୁ ଚେଷ୍ଟା କର, ପୁଣି ଯେଉଁ ପବିତ୍ରତା ବିନୁ କେହି ପ୍ରଭୁଙ୍କ ଦର୍ଶନ ପାଇବ ନାହିଁ, ସେଥିର ଅନୁସରଣ କର, Viz kapitolaଓଡିଆ ବାଇବେଲ14 ସମସ୍ତଙ୍କ ସହିତ ଶାନ୍ତିରେ ରହିବାକୁ ଚେଷ୍ଟା କର, ପୁଣି, ଯେଉଁ ପବିତ୍ରତା ବିନା କେହି ପ୍ରଭୁଙ୍କ ଦର୍ଶନ ପାଇବ ନାହିଁ, ସେଥିର ଅନୁସରଣ କର, Viz kapitolaପବିତ୍ର ବାଇବଲ (CL) NT (BSI)14 ସମସ୍ତଙ୍କ ସହ ଶାନ୍ତିରେ ବାସ କରିବାକୁ ଓ ପବିତ୍ର ଜୀବନ ଯାପନ କରିବାକୁ ଉଦ୍ୟମ କର; କାରଣ ତାହା ବ୍ୟତୀତ କେହି ପ୍ରଭୁଙ୍କର ଦର୍ଶନ ଲାଭ କରିବ ନାହିଁ। Viz kapitolaପବିତ୍ର ବାଇବଲ14 ସମସ୍ତଙ୍କ ସହିତ ଶାନ୍ତିରେ ରହିବାକୁ ଚେଷ୍ଟା କର। ପାପରହିତ ଜୀବନଯାପନ କରିବା ପାଇଁ ଚେଷ୍ଟା କର। ଯଦି ଜଣକର ଜୀବନ ପବିତ୍ର ନୁହେଁ, ତା'ହେଲେ ସେ ପ୍ରଭୁଙ୍କୁ କେବେ ହେଲେ ଦେଖି ପାରିବ ନାହିଁ। Viz kapitola |