ଏବ୍ରୀ 12:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 କାଳେ କେହି ଈଶ୍ବରଙ୍କ ଅନୁଗ୍ରହରୁ ପତିତ ହୁଏ ଅବା କୌଣସି ତିକ୍ତତାର ମୂଳ ଅଙ୍କୁରିତ ହୋଇ ବଢ଼ି ଉଠି ତୁମ୍ଭମାନଙ୍କର ଅନିଷ୍ଟ କରେ, ଆଉ ତଦ୍ୱାରା ଅନେକେ କଳୁଷିତ ହୁଅନ୍ତି; Viz kapitolaପବିତ୍ର ବାଇବଲ (Re-edited) - (BSI)15 କାଳେ କେହି ଈଶ୍ଵରଙ୍କ ଅନୁଗ୍ରହରୁ ପତିତ ହୁଏ ଅବା କୌଣସି ତିକ୍ତତାର ମୂଳ ଅଙ୍କୁରିତ ହୋଇ ବଢ଼ି ଉଠି ତୁମ୍ଭମାନଙ୍କର ଅନିଷ୍ଟ କରେ, ଆଉ ତଦ୍ଦ୍ଵାରା ଅନେକେ କଳୁଷିତ ହୁଅନ୍ତି; Viz kapitolaଓଡିଆ ବାଇବେଲ15 କାଳେ କେହି ଈଶ୍ୱରଙ୍କ ଅନୁଗ୍ରହରୁ ପତିତ ହୁଏ ଅବା କୌଣସି ତିକ୍ତତାର ମୂଳ ଅଙ୍କୁରିତ ହୋଇ ବଢ଼ି ଉଠି ତୁମ୍ଭମାନଙ୍କର ଅନିଷ୍ଟ କରେ, ଆଉ ତଦ୍ୱାରା ଅନେକେ କଳୁଷିତ ହୁଅନ୍ତି; Viz kapitolaପବିତ୍ର ବାଇବଲ (CL) NT (BSI)15 ସାବଧାନ, ଯେପରି ଈା୍ବରଙ୍କ ଅନୁଗ୍ରହରୁ ବଞ୍ଚିତ ନ ହୁଅ। ତିକ୍ତ ବୃକ୍ଷ ପରି ହୁଅ ନାହିଁ। ତିକ୍ତ ବୃକ୍ଷ ବଢ଼ିଗଲେ, ତା’ର ବିଷ ଦ୍ୱାରା ବହୁ ଅନିଷ୍ଠ ସାଧିତ ହୁଏ। Viz kapitolaପବିତ୍ର ବାଇବଲ15 ସାବଧାନ ରୁହ ଯେପରି ତୁମ୍ଭମାନଙ୍କ ମଧ୍ୟରୁ କେହି ପରମେଶ୍ୱରଙ୍କ ଅନୁଗ୍ରହ ପାଇବାରେ ବଞ୍ଚିତ ହେବ ନାହିଁ। ସାବଧାନ ରୁହ ଯେପରି ତୁମ୍ଭମାନଙ୍କ ଭିତରୁ କୌଣସି ଲୋକ ତିକ୍ତତାମୂଳକ ନ ହେଉ। ସେଭଳି ଲୋକ ସମୁଦାୟ ଦଳକୁ ନଷ୍ଟ କରିଦେବେ। Viz kapitola |