ଏବ୍ରୀ 12:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 “ଯେଣୁ କୌଣସି ପଶୁ ସୁଦ୍ଧା ଯଦି ସେହି ପର୍ବତ ସ୍ପର୍ଶ କରେ, ତେବେ ସେ ପ୍ରସ୍ତରାଘାତରେ ହତ ହେବ”, ଏହି ଯେଉଁ ଆଜ୍ଞା ଦିଆଯାଇଥିଲା, ତାହା ସେମାନେ ସହ୍ୟ କରିପାରିଲେ ନାହିଁ; Viz kapitolaପବିତ୍ର ବାଇବଲ (Re-edited) - (BSI)20 ଯେଣୁ କୌଣସି ପଶୁ ସୁଦ୍ଧା ଯଦି ସେହି ପର୍ବତ ସ୍ପର୍ଶ କରେ, ତେବେ ସେ ପ୍ରସ୍ତରାଘାତରେ ହତ ହେବ, ଏହି ଯେଉଁ ଆଜ୍ଞା ଦିଆଯାଇଥିଲା, ତାହା ସେମାନେ ସହ୍ୟ କରି ପାରିଲେ ନାହିଁ; Viz kapitolaଓଡିଆ ବାଇବେଲ20 ଯେଣୁ କୌଣସି ପଶୁ ସୁଦ୍ଧା ଯଦି ସେହି ପର୍ବତ ସ୍ପର୍ଶ କରେ, ତେବେ ସେ ପ୍ରସ୍ତରାଘାତରେ ହତ ହେବ, ଏହି ଯେଉଁ ଆଜ୍ଞା ଦିଆଯାଇଥିଲା, ତାହା ସେମାନେ ସହ୍ୟ କରି ପାରିଲେ ନାହିଁ; Viz kapitolaପବିତ୍ର ବାଇବଲ (CL) NT (BSI)20 କାରଣ “ପଶୁଟିଏ ସୁଦ୍ଧା ସେହି ପର୍ବତକୁ ସ୍ପର୍ଶ କଲେ, ତାହାକୁ ପ୍ରସ୍ତଗଘାତ କରି ହତ୍ୟା କରାହେବ”, ଏହି କଠୋର ଆଦେଶ ସେମାନଙ୍କ ପକ୍ଷରେ ଅଦହ୍ୟ ହୋଇଥିଲା। Viz kapitolaପବିତ୍ର ବାଇବଲ20 ସେମାନେ ଆଦେଶକୁ ସହି ପାରିଲେ ନାହିଁ: “ଯଦି କିଏ, କୌଣସି ପଶୁ ମଧ୍ୟ ପର୍ବତକୁ ଛୁଏଁ ତା'ହେଲେ ତାହାକୁ ପଥର ଆଘାତ ଦ୍ୱାରା ମାରି ଦେବାକୁହେବ।” Viz kapitola |