ଏବ୍ରୀ 12:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ନୂତନ ନିୟମର ମଧ୍ୟସ୍ଥ ଯୀଶୁ, ପୁଣି, ଯେଉଁ ସେଚନର ରକ୍ତ ହେବଲଙ୍କ ରକ୍ତ ଅପେକ୍ଷା ଉତ୍କୃଷ୍ଟତର ବାକ୍ୟ କହେ, ତାହା ନିକଟକୁ ଆସିଅଛ। Viz kapitolaପବିତ୍ର ବାଇବଲ (Re-edited) - (BSI)24 ନୂତନ ନିୟମର ମଧ୍ୟସ୍ଥ ଯୀଶୁ, ପୁଣି ଯେଉଁ ସେଚନର ରକ୍ତ ହେବଲଙ୍କ ରକ୍ତ ଅପେକ୍ଷା ଉତ୍କୃଷ୍ଟତର ବାକ୍ୟ କହେ, ତାହା ନିକଟକୁ ଆସିଅଛ। Viz kapitolaଓଡିଆ ବାଇବେଲ24 ନୂତନ ନିୟମର ମଧ୍ୟସ୍ଥ ଯୀଶୁ, ପୁଣି, ଯେଉଁ ସେଚନର ରକ୍ତ ହେବଲଙ୍କ ରକ୍ତ ଅପେକ୍ଷା ଉତ୍କୃଷ୍ଟତର ବାକ୍ୟ କହେ, ତାହା ନିକଟକୁ ଆସିଅଛ । Viz kapitolaପବିତ୍ର ବାଇବଲ (CL) NT (BSI)24 ପୁଣି, ନୂତନ ଚୁକ୍ତିର ସ୍ଥାପୟିତା ଯୀଶୁଙ୍କ ନିକଟକୁ ଓ ଯାହାଙ୍କର ରକ୍ତ ହେବଲଙ୍କ ରକ୍ତ ଅପେକ୍ଷା ମହତ୍ତର ବିଷୟମାନ ପ୍ରଦାନ କରିବ ବୋଲି ଆଶା ସଞ୍ଚାର କରୁଛ, ସେହି ରକ୍ତ ନିକଟକୁ ଆସିଛ। Viz kapitolaପବିତ୍ର ବାଇବଲ24 ତୁମ୍ଭେମାନେ, ପରମେଶ୍ୱରଙ୍କଠାରୁ ନୂତନ ନିୟମ ନିଜ ଲୋକଙ୍କ ପାଖକୁ ଆଣିଥିବା ଯୀଶୁଙ୍କ ପାଖକୁ ଆସିଛ। ତୁମ୍ଭେମାନେ ହେବଲଙ୍କ ରକ୍ତ ଅପେକ୍ଷା ଅଧିକ ଭଲ ବାକ୍ୟ କହି ପାରୁଥିବା ରକ୍ତ ସେଚନ ନିକଟକୁ ଆସିଛ। Viz kapitola |