Online Bible

- Reklamy -




ଏବ୍ରୀ 12:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ଅତଏବ, ଅଟଳ ରାଜ୍ୟ ପ୍ରାପ୍ତ ହେବାରୁ ଆସ, ଆମ୍ଭେମାନେ କୃତଜ୍ଞ ହୋଇ ଭୟ ଓ ଭକ୍ତି ସହକାରେ ଈଶ୍ବରଙ୍କ ସନ୍ତୋଷଜନକ ଉପାସନା କରୁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

28 ଅତଏବ, ଅଟଳ ରାଜ୍ୟ ପ୍ରାପ୍ତ ହେବାରୁ ଆସ, ଆମ୍ଭେମାନେ କୃତଜ୍ଞ ହୋଇ ଭୟ ଓ ଭକ୍ତି ସହକାରେ ଈଶ୍ଵରଙ୍କ ସନ୍ତୋଷଜନକ ଉପାସନା କରୁ।

Viz kapitola kopírovat

ଓଡିଆ ବାଇବେଲ

28 ଅତଏବ, ଅଟଳ ରାଜ୍ୟ ପ୍ରାପ୍ତ ହେବାରୁ ଆସ, ଆମ୍ଭେମାନେ କୃତଜ୍ଞ ହୋଇ ଭୟ ଓ ଭକ୍ତି ସହକାରେ ଈଶ୍ୱରଙ୍କ ସନ୍ତୋଷଜନକ ଉପାସନା କରୁ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

28 ତେଣୁ ଆସ, ଆମେ କୃତଜ୍ଞା ହେବା, କାରଣ ଆମେ ଏକ ଅବିନଶ୍ୱର ରାଜ୍ୟ ପାଇବା। ଆସ, ଆମ କୃତଜ୍ଞତା ଜ୍ଞାପନ କରିବା ଏବଂ ଭକ୍ତି ଓ ଭୟର ସହିତ ଈଶ୍ୱରଙ୍କ ସନ୍ତୋଷଭାନ ହୋଇ ତାହାଙ୍କୁ ପୂଜା କରିବା।

Viz kapitola kopírovat

ପବିତ୍ର ବାଇବଲ

28 ଅତଏବ, ଆମ୍ଭେ ଧନ୍ୟବାଦ ଦେବା କଥା ଯେ, ଯେଉଁ ସାମ୍ରାଜ୍ୟ ଆମ୍ଭକୁ ଦିଆଯାଇଛି, ତାହା ଟଳମଳ ହୋଇ ପାରିବ ନାହିଁ। ଆମ୍ଭେ ତାହାଙ୍କୁ ଧନ୍ୟବାଦ ଅର୍ପଣ କରିବା ଉଚିତ୍, ଓ ଏପରି ପଦ୍ଧତିରେ ଉପାସନା କରିବା କଥା ଯେ ସେ ଯେପରି ପ୍ରସନ୍ନ ରହିବେ। ପରମେଶ୍ୱରଙ୍କୁ ଆମ୍ଭେ ଉପାସନା କରିବା, ଓ ଭୟ ସହିତ ତାହାଙ୍କୁ ସମ୍ମାନ କରିବା।

Viz kapitola kopírovat




ଏବ୍ରୀ 12:28

Následuj nás:

Reklamy


Reklamy