ଏବ୍ରୀ 12:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ତୁମ୍ଭେମାନେ ପାପ ବିରୁଦ୍ଧରେ ଯୁଦ୍ଧ କରି ଏଯାଏଁ ରକ୍ତ-ବ୍ୟୟ ପର୍ଯ୍ୟନ୍ତ ପ୍ରତିରୋଧ କରି ନାହଁ, Viz kapitolaପବିତ୍ର ବାଇବଲ (Re-edited) - (BSI)4 ତୁମ୍ଭେମାନେ ପାପ ବିରୁଦ୍ଧରେ ଯୁଦ୍ଧ କରି ଏଯାଏ ରକ୍ତବ୍ୟୟ ପର୍ଯ୍ୟନ୍ତ ପ୍ରତିରୋଧ କରି ନାହଁ, Viz kapitolaଓଡିଆ ବାଇବେଲ4 ତୁମ୍ଭେମାନେ ପାପ ବିରୁଦ୍ଧରେ ଯୁଦ୍ଧ କରି ଏଯାଏଁ ରକ୍ତବ୍ୟୟ ପର୍ଯ୍ୟନ୍ତ ପ୍ରତିରୋଧ କରି ନାହଁ, Viz kapitolaପବିତ୍ର ବାଇବଲ (CL) NT (BSI)4 କାରଣ ତୁମ୍ଭମାନଙ୍କୁ ଏ ପର୍ଯ୍ୟନ୍ତି ପାପ ବିରୁଦ୍ଧରେ ମରଣାନ୍ତକ ସଂଗ୍ରାମ କରିବାକୁ ପଡ଼ି ନାର୍ହି। Viz kapitolaପବିତ୍ର ବାଇବଲ4 ତୁମ୍ଭେମାନେ ପାପ ବିରୁଦ୍ଧରେ ସଂଗ୍ରାମ କରୁଛ, କିନ୍ତୁ ସେହି ସଂଗ୍ରାମ ବର୍ତ୍ତମାନ ସୁଦ୍ଧା ତୁମ୍ଭମାନଙ୍କର ମୃତ୍ୟୁର କାରଣ ହୋଇପାରି ନାହିଁ। Viz kapitola |